ଆଇସିୟୁରୁ ବାହାରିଲେ ଜଗା-କାଳିଆ
ନୂଆଦିଲ୍ଲୀ: ଆଇସିୟୁରୁ ବାହାରିଲେ  ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ। କନ୍ଧମାଳର ଏହି ଯୋଡ଼ାମୁଣ୍ଡ ଶିଶୁଙ୍କୁ ଜେନେରାଲ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା  ଜଗା-କାଳିଆଙ୍କ ପ୍ରଥମ ପର୍ଯ୍ୟାୟ ଅପରେସନ୍ ପରେ ଆୟୁସିୟୁରେ ରଖାଯାଇଥିଲା। ତେବେ ସେମାନଙ୍କୁ ଆଜି ଜେନେରାଲ ୱାର୍ଡକୁ ସ୍ଥାନାନ୍ତର କରାଯାଇଥିବା ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି।
ସେ କହିଛନ୍ତି,“ଜଗା-କାଳିଆ ଏବେ ସୁସ୍ଥ ଅଛନ୍ତି।  ଆଉ ଦେଢ଼ ମାସ ପରେ ସେମାନଙ୍କର ଦ୍ୱିତୀୟ ପର୍ଯ୍ୟାୟ ଅପରେସନ୍ ହେବ।”
କନ୍ଧମାଳର ଯୋଡ଼ା ମୁଣ୍ଡ ଶିଶୁ ଜଗା-ବଳିଆଙ୍କ ସମ୍ପର୍କରେ ପ୍ରଥମେ ଓଟିଭିରେ ଖବର ପ୍ରସାରଣ ହୋଇଥିଲା। ଏହା ଦେଖି ତୁରନ୍ତ ସହାୟତାର ହାତ ବଢ଼ାଇଥିଲେ ରାଜ୍ୟ ସରକାର। ଏହି ଆଶା ନେଇ ଗତ ଜୁଲାଇ ୧୩ ତାରିଖରେ ଦିଲ୍ଲୀର ଏମ୍ସକୁ ଉଭୟଙ୍କୁ ପଠାଯାଇଥିଲା। ଏପରିକି ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ପ୍ରାଥମିକ ପର୍ଯ୍ୟାୟରେ ସେମାନଙ୍କ ଚିକିତ୍ସା ଲାଗି ୧ କୋଟି ଟଙ୍କା ସହାୟତା ରାଶି ଘୋଷଣା କରାଯାଇଥିବା ବେଳେ ନିଜେ ସ୍ୱାସ୍ଥ୍ୟ ମନ୍ତ୍ରୀ ମଧ୍ୟ ଏମ୍ସକୁ ଯାଇ ଜଗା-କାଳିଆଙ୍କୁ ଭେଟିଥିଲେ।
https://www.youtube.com/watch?v=EPTgATHQLzk
Ordigital Desk
• Published: Tuesday, 05 September 2017
• Updated: 05 September 2017, 12:28 PM IST
Sports
Latest News
ନୂଆଦିଲ୍ଲୀ: ଆଇସିୟୁରୁ ବାହାରିଲେ  ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ। କନ୍ଧମାଳର ଏହି ଯୋଡ଼ାମୁଣ୍ଡ ଶିଶୁଙ୍କୁ ଜେନେରାଲ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା  ଜଗା-କାଳିଆଙ୍କ ପ୍ରଥମ ପର୍ଯ୍ୟାୟ ଅପରେସନ୍ ପରେ ଆୟୁସିୟୁରେ ରଖାଯାଇଥିଲା। ତେବେ ସେମାନଙ୍କୁ ଆଜି ଜେନେରାଲ ୱାର୍ଡକୁ ସ୍ଥାନାନ୍ତର କରାଯାଇଥିବା ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି।
ସେ କହିଛନ୍ତି,“ଜଗା-କାଳିଆ ଏବେ ସୁସ୍ଥ ଅଛନ୍ତି।  ଆଉ ଦେଢ଼ ମାସ ପରେ ସେମାନଙ୍କର ଦ୍ୱିତୀୟ ପର୍ଯ୍ୟାୟ ଅପରେସନ୍ ହେବ।”
କନ୍ଧମାଳର ଯୋଡ଼ା ମୁଣ୍ଡ ଶିଶୁ ଜଗା-ବଳିଆଙ୍କ ସମ୍ପର୍କରେ ପ୍ରଥମେ ଓଟିଭିରେ ଖବର ପ୍ରସାରଣ ହୋଇଥିଲା। ଏହା ଦେଖି ତୁରନ୍ତ ସହାୟତାର ହାତ ବଢ଼ାଇଥିଲେ ରାଜ୍ୟ ସରକାର। ଏହି ଆଶା ନେଇ ଗତ ଜୁଲାଇ ୧୩ ତାରିଖରେ ଦିଲ୍ଲୀର ଏମ୍ସକୁ ଉଭୟଙ୍କୁ ପଠାଯାଇଥିଲା। ଏପରିକି ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ପ୍ରାଥମିକ ପର୍ଯ୍ୟାୟରେ ସେମାନଙ୍କ ଚିକିତ୍ସା ଲାଗି ୧ କୋଟି ଟଙ୍କା ସହାୟତା ରାଶି ଘୋଷଣା କରାଯାଇଥିବା ବେଳେ ନିଜେ ସ୍ୱାସ୍ଥ୍ୟ ମନ୍ତ୍ରୀ ମଧ୍ୟ ଏମ୍ସକୁ ଯାଇ ଜଗା-କାଳିଆଙ୍କୁ ଭେଟିଥିଲେ।
https://www.youtube.com/watch?v=EPTgATHQLzk
telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Trending
Photos
Videos