ଭୁବନେଶ୍ୱର: ଲିବ୍ୟାରେ ଜଣେ ଓଡ଼ିଆ ଯୁବକଙ୍କୁ ଆଇଏସ ଆତଙ୍କବାଦୀ ଅପହରଣ କରିନେଇଛନ୍ତି । ଅପହୃତ ଯୁବକଙ୍କ ନାଁ ପ୍ରଭାସ ରଞ୍ଜନ ସାମଲ ବୋଲି ଜଣାପଡିଛି। ତାଙ୍କୁ ଲିବ୍ୟାର ସିର୍ତ୍ତେ ସହରରୁ ଅପହଣ କରାଯାଇଥିବା ସୂଚନା ମିଳିଛି। ପ୍ରଭାସଙ୍କ ସହ ଅନ୍ୟ ଜଣେ ଭାରତୀୟଙ୍କୁ ମଧ୍ୟ ଅପହରଣ କରାଯାଇଛି। ତାଙ୍କ ନାଁ ରାମମୂର୍ତ୍ତି କୋସନମ ଓ ତାଙ୍କ ଘର ଆନ୍ଧ୍ର ପ୍ରଦେଶରେ। ଇସଲାମିକ୍ ଷ୍ଟେଟ୍ସ ବା ଆଇଏସ ଆତଙ୍କବାଦୀ ଏମାନଙ୍କୁ ଅପହରଣ କରିଥିବା ଭାରତୀୟ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅପହୃତଙ୍କୁ ମୁକ୍ତ କରିବା ଲାଗି ଉଦ୍ୟମ ଜାରି ରହିଛି। ସେହିପରି କୁଟନୈତିକ ସ୍ତରରେ ମଧ୍ୟ ଆଲୋଚନା ଜାରି ରହିଥିବା ଜଣାପଡିଛି।
ଲିବ୍ୟାରେ ଆଇଏସ ଆତଙ୍କ ଓଡ଼ିଆଙ୍କୁ ଅପହରଣ ନେଇ ଚିନ୍ତ ପ୍ରକଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ମୁଖ୍ୟମନ୍ତ୍ରୀ ବୈଦେଶିକ ମନ୍ତ୍ରଣାଳୟ ସହ ସମ୍ପର୍କ ରଖିବାକୁ ଦିଲ୍ଲୀସ୍ଥିତ ଆବାସିକ କାର୍ଯ୍ୟାଳୟକୁ ନିର୍ଦ୍ଦେଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
୨୪ଘଣ୍ଟା ଖୋଲା ରହିବ ‘ନିରାମୟ’ ମେଡିସିନ୍ ଷ୍ଟୋର, ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ‘ନିରାମୟ’ ମେଡିସିନ୍ ଷ୍ଟୋରରେ ଔଷଧ ଯୋଗାଉଛନ୍ତି। କିନ୍ତୁ ଏହି ନିରାମୟ କେନ୍ଦ୍ରଗୁଡ଼ିକ ରାତିରେ ବନ୍ଦ ରହୁଥିବା ଓ ଆବଶ୍ୟକ ଔଷଧ ନଥିବା ଯୋଗୁ ରୋଗୀଙ୍କୁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।
Politics
ବିଧାୟକଙ୍କୁ ପିଟି ଛଡ଼ାଇନେଲେ ସୁନା ଚେନ୍
ଆକ୍ରମଣକାରୀମାନେ ବବି ଭାଇ ଜିନ୍ଦାବାଦ୍ ନାରା ପକାଇଥିବା ଅଭିଯୋଗ କରିଛନ୍ତି ବିଧାୟକ।
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।