ଝାରସୁଗୁଡ଼ା: ସ୍ୱାମୀର ଗୁଳିମାଡ଼ରେ ସ୍ତ୍ରୀ ମୃତ

ଝାରସୁଗୁଡ଼ା: ଝାରସୁଗୁଡ଼ା ଟାଉନ ପୁରୁଣା ବସ୍ତି ଅଞ୍ଚଳରେ ପରିବାରିକ କଳହକୁ କେନ୍ଦ୍ରକରି ଗତକାଲି ବିଳମ୍ବିତ ରାତିରେ ଦିଲ୍ଲୀପ ସାହୁ ତାଙ୍କ ପତ୍ନୀଙ୍କୁ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଆଜି ସକାଳେ ଏହି ଘଟଣା ଜଣାପଡ଼ିବା ପରେ ପୋଲିସ୍‌ ପହଞ୍ଚି ମୃତଦେହକୁ ଜବତ କରିବା ସହ ଅଭିଯୁକ୍ତ ଦିଲ୍ଲୀପକୁ ଅଟକ ରଖି ପଚରାଉଚରା କରୁଛି। ଦିଲ୍ଲୀପ ନାଁରେ ପୂର୍ବରୁ ବିଭିନ୍ନ ଅପରାଧିକ ମାମଲା ରହିଥିବା ବେଳେ ସେ କେତେଥର ଜେଲ ଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଗତକାଲି […]

jarasuguda

jarasuguda

Rakesh Mallick
  • Published: Saturday, 30 July 2016
  • Updated: 30 July 2016, 11:31 AM IST

ଝାରସୁଗୁଡ଼ା: ଝାରସୁଗୁଡ଼ା ଟାଉନ ପୁରୁଣା ବସ୍ତି ଅଞ୍ଚଳରେ ପରିବାରିକ କଳହକୁ କେନ୍ଦ୍ରକରି ଗତକାଲି ବିଳମ୍ବିତ ରାତିରେ ଦିଲ୍ଲୀପ ସାହୁ ତାଙ୍କ ପତ୍ନୀଙ୍କୁ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଆଜି ସକାଳେ ଏହି ଘଟଣା ଜଣାପଡ଼ିବା ପରେ ପୋଲିସ୍‌ ପହଞ୍ଚି ମୃତଦେହକୁ ଜବତ କରିବା ସହ ଅଭିଯୁକ୍ତ ଦିଲ୍ଲୀପକୁ ଅଟକ ରଖି ପଚରାଉଚରା କରୁଛି। ଦିଲ୍ଲୀପ ନାଁରେ ପୂର୍ବରୁ ବିଭିନ୍ନ ଅପରାଧିକ ମାମଲା ରହିଥିବା ବେଳେ ସେ କେତେଥର ଜେଲ ଯାଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଗତକାଲି ରାତିରେ କୌଣସି କାରଣକୁ ନେଇ ଦିଲ୍ଲୀପ ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ  ବଚସା ହୋଇଥିଲା। ଦିଲ୍ଲୀପ ଉତ୍ତ୍ୟକ୍ତ ହୋଇ ତାଙ୍କ ପତ୍ନୀଙ୍କ ଉପରେ ଗୁଳି ଚଳାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story