ଝାରସୁଗୁଡ଼ା: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଝାରସୁଗୁଡ଼ା ଜିଲ୍ଲା ପରିଷଦ ଉପାଧ୍ୟକ୍ଷ କୁଶାସନ ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଲଖନପୁର ବ୍ଲକ୍ ଅନ୍ତର୍ଗତ ଅତାବିରା ସ୍ଥିତ ତାଙ୍କ ପୈତୃକ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି।

vigilance-3