ଜୁଲାଇ ୧୭ରେ ରାଷ୍ଟ୍ରପତି ନିର୍ବାଚନ, ୨୦ ଫଳାଫଳ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ଏନେଇ ଆସନ୍ତା ଜୁନ ୧୪ ତାରିଖରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ଜୁନ୍ ୨୮ ତାରିଖ ମନୋନୟନ ପତ୍ର ଦାଖଲ ଶେଷ ତାରିଖ ରହିଛି। ସେହିପରି ଜୁନ୍ ୨୯ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ଜୁଲାଇ ୧ ସୁଦ୍ଧା ନାମାଙ୍କନ ପତ୍ର ପ୍ରତ୍ୟାହାର ହେବ। ଜୁଲାଇ ୧୭ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ। ସିକ୍ରେଟ ବାଲାଟ ଜରିଆରେ ସକାଳ ୧୦ଟାରୁ ଅପରାହ୍ନ ୫ଟା […]

president

president

Rakesh Mallick
  • Published: Wednesday, 07 June 2017
  • Updated: 07 June 2017, 06:56 PM IST

Sports

Latest News

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ଏନେଇ ଆସନ୍ତା ଜୁନ ୧୪ ତାରିଖରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ଜୁନ୍ ୨୮ ତାରିଖ ମନୋନୟନ ପତ୍ର ଦାଖଲ ଶେଷ ତାରିଖ ରହିଛି। ସେହିପରି ଜୁନ୍ ୨୯ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ଜୁଲାଇ ୧ ସୁଦ୍ଧା ନାମାଙ୍କନ ପତ୍ର ପ୍ରତ୍ୟାହାର ହେବ। ଜୁଲାଇ ୧୭ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ। ସିକ୍ରେଟ ବାଲାଟ ଜରିଆରେ ସକାଳ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ।  ଜୁଲାଇ ୨୦ରେ ରାଷ୍ଟ୍ରପତି ନିର୍ବାଚନ ଭୋଟ ଗଣତି କରାଯିବା ନେଇ ଏକ ପ୍ରେସମିଟ୍‌ରେ ମୁଖ୍ୟ ନିର୍ବାଚନ କମିଶନ ଘୋଷଣା କରିଛନ୍ତି।

ଆସନ୍ତା ଜୁଲାଇ ୨୪ରେ ସରୁଛି ବର୍ତ୍ତମାନର ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ କାର୍ଯ୍ୟକାଳ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story