ଜୁଲାଇ ୨, ସୋମବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି ଅଳସୁଆ ଅନୁଭବ କରିବେ

ମେଷ: ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ।

ବୃଷ: ଘର ପାଇଁ କିଛି ଜିନିଷ କିଣି ପାରନ୍ତି। ବନ୍ଧୁଙ୍କ ସହଯୋଗ ମିଳିବ। ଧନପ୍ରାପ୍ତିର ଯୋଗ ରହିଛି।

ମିଥୁନ: ବ୍ୟସ୍ତତା ଭିତରେ ଦିନଟି କଟିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସୁସ୍ଥ ରହିବେ।

କର୍କଟ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ।

ସିଂହ: ଚାକିରିରେ ପଦୋନ୍ନତି ହୋଇପାରେ। ସୁସ୍ଥ ରହିବେ। ବ୍ୟବସାୟରେ ଲାଭବାନ ହେବେ।

କନ୍ୟା: ଧନପ୍ରାପ୍ତିର ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ତୁଳା: ନୂତନ ଯାନବାହନ କିଣିପାରନ୍ତି। ବ୍ୟବସାୟରେ ଲାଭବାନ ହୋଇପାରନ୍ତି। ପିଲାଙ୍କୁ ନେଇ ଚିନ୍ତିତ ରହିବେ।

ବିଚ୍ଛା: ଅସୁସ୍ଥ ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମସ୍ୟା ଆସିପାରେ। ଖର୍ଚ୍ଚ ବଢ଼ିବ।

ଧନୁ: ଅଳସୁଆ ଅନୁଭବ କରିବେ।  ଘରକୁ ଅତିଥି ଆସି ପାରନ୍ତି । ପିଲାଙ୍କୁ ନେଇ ଚିନ୍ତିତ ହେବେ।

ମକର: ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ। ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ।  ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କୁମ୍ଭ: ବ୍ୟବସାୟରେ ଲାଭବାନ ହୋଇପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ବିଦେଶକୁ ଯାତ୍ରା କରିପାରନ୍ତି।

ମୀନ: ଘର ପାଇଁ କିଛି ଜିନିଷ କିଣି ପାରନ୍ତି। ସୁସ୍ଥ ରହିବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।