୩ ଜୁଲାଇ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କୁ ଆଜି ଉପହାର ମିଳିବ

ମେଷ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଚାକିରିରେ ପରିବର୍ତ୍ତନ କରିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବୃଷ: ବ୍ୟସ୍ତତା ଭିତରେ ରହିବେ। ଖର୍ଚ୍ଚ ବଢ଼ିବ। ଅସୁସ୍ଥ ଅନୁଭବ କରିବେ। ପରିବାରରେ ହସ ଓ ଖୁସିର ପରିବେଶ ରହିବ। ମିଥୁନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।  କର୍କଟ: ଧନପ୍ରାପ୍ତିର ଯୋଗ ରହିଛି। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୂସ୍ଥାନକୁ ଯାତ୍ରା କରିପାରନ୍ତି। ସିଂହ: ଗୁରୁତ୍ୱପୂର୍ଣ୍ଣ […]

1-3-2-1-768x402-1-840x440-1

Rakesh Mallick
  • Published: Tuesday, 03 July 2018
  • , Updated: 03 July 2018, 07:26 AM IST

ମେଷ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଚାକିରିରେ ପରିବର୍ତ୍ତନ କରିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ବୃଷ: ବ୍ୟସ୍ତତା ଭିତରେ ରହିବେ। ଖର୍ଚ୍ଚ ବଢ଼ିବ। ଅସୁସ୍ଥ ଅନୁଭବ କରିବେ। ପରିବାରରେ ହସ ଓ ଖୁସିର ପରିବେଶ ରହିବ।

ମିଥୁନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

 କର୍କଟ: ଧନପ୍ରାପ୍ତିର ଯୋଗ ରହିଛି। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୂସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରନ୍ତୁ ନାହିଁ। ଅସୁସ୍ଥ ରହିବେ। ଜୀବନସାଥୀଙ୍କ  କଥା ଶୁଣନ୍ତୁ।

କନ୍ୟା: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।  କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟବସାୟରେ ଲାଭବାନ ହେବେ।

ତୁଳା: ବ୍ୟସ୍ତତା ଭିତରେ ରହିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ବିଚ୍ଛା:  କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ସୁସ୍ଥ ରହିବେ।

ଧନୁ: ଅଳସୁଆ ଅନୁଭବ କରିବେ। ପରିବାରରେ ହସ ଓ ଖୁସିର ପରିବେଶ ରହିବ। ଧନପ୍ରାପ୍ତିର ଯୋଗ ରହିଛି।

ମକର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

କୁମ୍ଭ: ବ୍ୟସ୍ତତା ଭିତରେ ଦିନ କଟିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ଉପହାର ମିଳିବ।

 ମୀନ: ବ୍ୟବସାୟରେ ଲାଭବାନ ହେବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟସ୍ତତା ଭିତରେ ଦିନ କଟିବ।

Related story