ଜୁନ୍‌ ୧୧, ସୋମବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି ମିଶ୍ରି ଖାଇ ଘରୁ ବାହାରିବା ଉଚିତ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।  ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ।  ମିଥୁନ: ପରିବାରରେ ବିଶୃଙ୍ଖଳା ଦେଖା ଦେଇପାରେ। କାର୍ଯ୍ୟ କ୍ଷେତ୍ରରେ ବ୍ୟସ୍ତତା ରହିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କର୍କଟ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଦାୟିତ୍ୱ ବଢିବ। ଋଣ ମୁକ୍ତ ହେବେ। ସିଂହ: ବୁଲିବାକୁ ଯାଇ ପାରନ୍ତି। ପରିବାରରେ […]

Rasiphala-image-1-1

Rakesh Mallick
  • Published: Monday, 11 June 2018
  • , Updated: 11 June 2018, 07:17 AM IST

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

 ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ।

 ମିଥୁନ: ପରିବାରରେ ବିଶୃଙ୍ଖଳା ଦେଖା ଦେଇପାରେ। କାର୍ଯ୍ୟ କ୍ଷେତ୍ରରେ ବ୍ୟସ୍ତତା ରହିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଦାୟିତ୍ୱ ବଢିବ। ଋଣ ମୁକ୍ତ ହେବେ।

ସିଂହ: ବୁଲିବାକୁ ଯାଇ ପାରନ୍ତି। ପରିବାରରେ ହସ ଓ ଖୁସିବାର ବାତାବରଣ ରହିବ। ସୁସ୍ଥ ରହିବେ।

କନ୍ୟା: ଚିନ୍ତିତ ରହିବେ। ପରିବାରରେ ଅଶାନ୍ତି ଦେଖାଦେଇପାରେ। ମିଶ୍ରି ଖାଇ ଘରୁ ବାହାରନ୍ତୁ।

ତୁଳା: ଖର୍ଚ୍ଚ ବଢ଼ିବ। ଅସୁସ୍ଥ ଅନୁଭବ କରିବେ। ପରିବାର ଲୋକଙ୍କ ସହଯୋଗ ମିଳିବ।

ବିଚ୍ଛା: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଶରୀରକୁ ନେଇ ଚିନ୍ତିତ ରହିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ଧନୁ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଅଳସୁଆ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମକର: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଚିନ୍ତିତ ରହିବେ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ପରିବର୍ତ୍ତନ କରିପାରନ୍ତି।  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସୁସ୍ଥ ରହିବେ।

 ମୀନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବ୍ୟସ୍ତତା ଭିତରେ ଦିନଟି କଟିବ। ଅସୁସ୍ଥ ଅନୁଭବ କରିବେ।

Related story