୧୭ ଜୁନ୍, ରବିବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ନୂତନ ଯାନବାହନ କିଣିପାରନ୍ତି
ମେଷ: ପରିବାର ଲୋକଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ବୁଲିବାକୁ ଯାଇପାରନ୍ତି।
ବୃଷ: ବ୍ୟବସାୟରେ ଲାଭବାନ ହେବେ। ଜୀବନସାଥୀଙ୍କ ସହ ଝଗଡ଼ା କରନ୍ତୁ ନାହିଁ। ଖର୍ଚ୍ଚ ବଢ଼ିବ।
ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।
କର୍କଟ: ବିବାହ ସ୍ଥିର ହୋଇପାରେ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ଚାକିରିରେ ପରିବର୍ତ୍ତନ କରିପାରନ୍ତି।
ସିଂହ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଖର୍ଚ୍ଚ ବଢ଼ିବ।
କନ୍ୟା: ଧନପ୍ରାପ୍ତିର ଯୋଗ ରହିଛି। ଲାଗି ରହିଥିବା ବିବାଦର ସମାଧାନ ହୋଇପାରେ। ନୂତନ ଯାନବାହନ କିଣି ପାରନ୍ତି।
ତୁଳା: ମାନ-ସମ୍ମାନ ମିଳିବ। ଆଧ୍ୟାତ୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି।
ବିଚ୍ଛା: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଚିନ୍ତିତ ରହିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।
ଧନୁ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ଯାନବାହାନ ସୁଖ ମିଳିବ। ମନ ଭଲ ରହିବ।
ମକର: ସମ୍ପତ୍ତିକୁ ନେଇ ଲାଗି ରହିଥିବା ବିବାଦର ସମାଧାନ ହେବ। ସୁସ୍ଥ ରହିବେ। ଚାକିରିରେ ପଦନ୍ନୋତି ହୋଇପାରେ।
କୁମ୍ଭ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ସୁସ୍ଥ ରହିବେ।
ମୀନ: ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପିଲାଙ୍କୁ ନେଇ ଚିନ୍ତିତ ରହିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।