କନ୍ଧମାଳ ଘଟଣା ପ୍ରତିବାଦରେ ଆଦିବାସୀ ଯୁବ ସମାଜର ୬ ଘଣ୍ଟିଆ ରାୟଗଡ଼ା ବନ୍ଦ

ରାୟଗଡ଼ା: କନ୍ଧମାଳ ଜିଲ୍ଲା କୁର୍ତ୍ତମଗଡ଼ରେ ମାଓବାଦୀ-ସୁରକ୍ଷାକର୍ମୀ ଗୁଳି ବିନିମୟ ବେଳେ ୬ ଜଣ ଆଦିବାସୀଙ୍କ ମୃତ୍ୟୁ ଘଟଣାକୁ ନେଇ ଆଜି ରାୟଗଡ଼ା ଆଦିବାସୀ ଯୁବ ସମାଜ ପକ୍ଷରୁ ରାୟଗଡ଼ା ସହରରେ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଦଳୀୟ କର୍ମୀମାନେ ସହରର ବିଭିନ୍ନ ସ୍ଥାନରେ ପିକେଟିଂ କରିବା ସହ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଫଳରେ ଦୋକାନ ବଜାର ବନ୍ଦ ରହିବା ସହ ଜୀବନଯାତ୍ରା ପ୍ରଭାବିତ ହୋଇଥିଲା। ବନ୍ଦ ପାଳନ ବେଳେ କୌଣସି ପ୍ରକାର ଅଘଟଣକୁ ଏଡ଼ାଇବା […]

rayagada

rayagada

Rakesh Mallick
  • Published: Tuesday, 12 July 2016
  • Updated: 12 July 2016, 03:06 PM IST

Sports

Latest News

rayagdaରାୟଗଡ଼ା: କନ୍ଧମାଳ ଜିଲ୍ଲା କୁର୍ତ୍ତମଗଡ଼ରେ ମାଓବାଦୀ-ସୁରକ୍ଷାକର୍ମୀ ଗୁଳି ବିନିମୟ ବେଳେ ୬ ଜଣ ଆଦିବାସୀଙ୍କ ମୃତ୍ୟୁ ଘଟଣାକୁ ନେଇ ଆଜି ରାୟଗଡ଼ା ଆଦିବାସୀ ଯୁବ ସମାଜ ପକ୍ଷରୁ ରାୟଗଡ଼ା ସହରରେ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଦଳୀୟ କର୍ମୀମାନେ ସହରର ବିଭିନ୍ନ ସ୍ଥାନରେ ପିକେଟିଂ କରିବା ସହ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଫଳରେ ଦୋକାନ ବଜାର ବନ୍ଦ ରହିବା ସହ ଜୀବନଯାତ୍ରା ପ୍ରଭାବିତ ହୋଇଥିଲା। ବନ୍ଦ ପାଳନ ବେଳେ କୌଣସି ପ୍ରକାର ଅଘଟଣକୁ ଏଡ଼ାଇବା ପାଇଁ ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story