ପାଲା ଦେଖିବାକୁ ଯାଇ ଗଣଦୁଷ୍କର୍ମର ଶିକାର ହେଲେ ନାବାଳିକା

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅଞ୍ଚଳରେ ୧୨ ବର୍ଷର ନାବାଳିକାଙ୍କୁ  ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।  ପୋଲିସ୍‌ ଏହି  ଘଟଣାରେ  ୩ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା  ମିଳିଛି। ନାବାଳିକାଟି ପାଲା ଦେଖିବାକୁ ଯାଇଥିବା ବେଳେ ତାକୁ ସେଠାରୁ ଉଠାଇ ନେଇ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।

mm

Rakesh Mallick
  • Published: Thursday, 20 April 2017
  • , Updated: 20 April 2017, 10:51 PM IST

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅଞ୍ଚଳରେ ୧୨ ବର୍ଷର ନାବାଳିକାଙ୍କୁ  ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।  ପୋଲିସ୍‌ ଏହି  ଘଟଣାରେ  ୩ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା  ମିଳିଛି।

ନାବାଳିକାଟି ପାଲା ଦେଖିବାକୁ ଯାଇଥିବା ବେଳେ ତାକୁ ସେଠାରୁ ଉଠାଇ ନେଇ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।

Related story