ଖୋର୍ଦ୍ଧା: ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ନିକଟ ପୁବୁସାହିରେ ଆଜି ଏକ ଘରୋଇ ବସ୍ ଏକ ବାଇକକୁ ଓଭରଟେକ୍‌ କରିବା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ପୋଲିସ୍ ଉପସ୍ଥିତିରେ ଗୋଟିଏ ଗୋଷ୍ଠୀ ଅନ୍ୟ ଏକ ଗୋଷ୍ଠୀ ଉପରେ  ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘଟଣା ପରେ ଆକ୍ରମଣ କରିଥିବା ଅନ୍ୟ ଗୋଷ୍ଠୀକୁ ଗିରଫ ଦାବିରେ ସ୍ଥାନୀୟ ଲୋକ ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଦୀର୍ଘ ୬ ଘଣ୍ଟା ଧରି ରାସ୍ତାରୋକ ହେବା ଯୋଗୁଁ ଉଭୟ […]

khodha

khodha

Rakesh Mallick
  • Published: Saturday, 12 March 2016
  • Updated: 12 March 2016, 04:20 PM IST

Sports

Latest News

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ନିକଟ ପୁବୁସାହିରେ ଆଜି ଏକ ଘରୋଇ ବସ୍ ଏକ ବାଇକକୁ ଓଭରଟେକ୍‌ କରିବା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ପୋଲିସ୍ ଉପସ୍ଥିତିରେ ଗୋଟିଏ ଗୋଷ୍ଠୀ ଅନ୍ୟ ଏକ ଗୋଷ୍ଠୀ ଉପରେ  ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘଟଣା ପରେ ଆକ୍ରମଣ କରିଥିବା ଅନ୍ୟ ଗୋଷ୍ଠୀକୁ ଗିରଫ ଦାବିରେ ସ୍ଥାନୀୟ ଲୋକ ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଦୀର୍ଘ ୬ ଘଣ୍ଟା ଧରି ରାସ୍ତାରୋକ ହେବା ଯୋଗୁଁ ଉଭୟ ପାର୍ଶ୍ୱରେ ଶହ ଶହ ସଂଖ୍ୟାରେ ଯାନବାହାନ ଅଟକି ରହିଥିଲା। ପରେ ଖୋର୍ଦ୍ଧା ଏସ୍‌ଡିପିଓ,ତହସିଲଦାର ଓ ଟାଉନ୍‌ଥାନା ଅଧିକାରୀ ପହଞ୍ଚି ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଲୋକେ ରାସ୍ତାରୋକରୁ ହଟିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story