କାର-୪୦୭ ଧକ୍କାରେ ୩ ମୃତ, ଜଣେ ଗୁରୁତର

ଖୋର୍ଦ୍ଧା: ବାଲିଅନ୍ତା ବ୍ଲକ ଅନନ୍ତପୁରରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ନାବାଳକଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସାଇଁଲୋ ଗାଁରୁ  ଆହତ ଓ ମୃତକମାନେ ଏକ କାରରେ ଆସୁଥିବା ବେଳେ ଏକ ୪୦୭ ସହ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ତିନି ଜଣଙ୍କର  ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦେବା ଦାବିରେ […]

ctc-accident

Rakesh Mallick
  • Published: Wednesday, 17 August 2016
  • , Updated: 17 August 2016, 06:06 PM IST

ଖୋର୍ଦ୍ଧା: ବାଲିଅନ୍ତା ବ୍ଲକ ଅନନ୍ତପୁରରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ନାବାଳକଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସାଇଁଲୋ ଗାଁରୁ  ଆହତ ଓ ମୃତକମାନେ ଏକ କାରରେ ଆସୁଥିବା ବେଳେ ଏକ ୪୦୭ ସହ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ତିନି ଜଣଙ୍କର  ମୃତ୍ୟୁ ଘଟିଥିଲା।

ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦେବା ଦାବିରେ ଉତ୍ତ୍ୟକ୍ତ ଲୋକେ ଫୁଲନଖରା-ନିଆଳି ରାସ୍ତା ଅବରୋଧ କରିଥିଲେ।

Related story