ଓଲଟି ପଡ଼ିଲା ଟ୍ରକ୍; ୩ ମୃତ, ୩ ଗୁରୁତର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ନାଭାଲ ଛକରେ ଏନଏଚ୍-୧୧୬ରେ ଆଜି ଏକ ଟ୍ରକ୍ ଓଲଟି ପଡ଼ିବାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଭୁବନେଶ୍ୱରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଟ୍ରକ୍‌ଟି ପାଇପ ନେଇ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ପୋଲିସ୍‌ ଘଟଣାର ତଦନ୍ତ କରୁଛି।

khodha

khodha

Rakesh Mallick
  • Published: Wednesday, 04 October 2017
  • Updated: 04 October 2017, 07:47 AM IST

Sports

Latest News

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ନାଭାଲ ଛକରେ ଏନଏଚ୍-୧୧୬ରେ ଆଜି ଏକ ଟ୍ରକ୍ ଓଲଟି ପଡ଼ିବାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଭୁବନେଶ୍ୱରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି

ଟ୍ରକ୍‌ଟି ପାଇପ ନେଇ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ପୋଲିସ୍‌ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story