ଆଜିକାଲି ଘର ତିଆରି କରିବା ବେଳେ ଅନ୍ୟ ସବୁ ରୁମ୍ ସହିତ ବାଥ୍ରୁମକୁ ମଧ୍ୟ ସମାନ ଗୁରୁତ୍ୱ ଦିଆଯାଉଛି। ଏହାର ସାଜସଜ୍ଜା ଉପରେ ବିଶେଷ ଧ୍ୟାନ ଦିଆଯାଉଛି। ବାଥୁରମ୍ରେ ଅନ୍ୟ ସବୁ ଉପକରଣ ସହିତ ପ୍ରାୟ ସମସ୍ତେ ଆଇନା ମଧ୍ୟ ଲଗାଉଛନ୍ତି। ତେବେ ଜାଣନ୍ତି, ଗାଧୁଆ ଘରେ ଦର୍ପଣ ଲଗାଇବା ନେଇ ବାସ୍ତୁଶାସ୍ତ୍ରରେ କିଛି ନିର୍ଦ୍ଦିଷ୍ଟ ନିୟମ ରହିଛି। ଏହାକୁ ମାନି ଦର୍ପଣ ଲାଗାଇଲେ ଦିନଟି ଭଲରେ କଟିବ ବୋଲି କୁହାଯାଏ।
ଗାଧୁଆ ଘର କବାଟ ସମ୍ମୁଖରେ ଦର୍ପଣ ଲଗାନ୍ତୁ ନାହିଁ। ଏହାଦ୍ୱାରା ଘରେ ନକାରାତ୍ମକ ଶକ୍ତି ରହେ ବୋଲି କୁହାଯାଏ। ଦର୍ପଣକୁ ଏମିତି ଲଗାନ୍ତୁ ଯେପରି ଏହାର ପ୍ରତିଫଳନ ବାଥ୍ରୁମ୍ ବାହାରକୁ ଆସିବ ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...