ଭୁବନେଶ୍ୱର(ଓଡିଶା ରିପୋର୍ଟର): ଛୋଟ ପିଲାମାନେ ରାତିରେ ବାରମ୍ବାର ଚମକିବାର ଦେଖାଯାଏ। ଶାରୀରିକ ପୀଡା ପାଇଁ ହେଉ ଅବା କୌଣସି ଖରାପ ଦୃଷ୍ଟି ପାଇଁ ଛୋଟ ପିଲା ରାତିରୁ ଉଠି କାନ୍ଦିବାର ଦେଖାଯାଏ। ଶାସ୍ତ୍ରବିତ୍ଙ୍କ କହିବା ଅନୁଯାୟୀ ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ଏକ ଘରୋଇ ଉପାୟ ରହିଛି। ଶୁକ୍ରବାର ଦିନ ଗାଈ ଲାଞ୍ଜ ଧରି ଛୁଆକୁ ଗୋଡରୁ ମୁଣ୍ଡ ପର୍ଯ୍ୟନ୍ତ ଝାଡି ଦିଅନ୍ତୁ। ୩ କିମ୍ବା ୪ଟି ଶୁକ୍ରବାରରେ ଏପରି କରନ୍ତୁ ଦେଖିବେ ପିଲା ଚମକିବା ବନ୍ଦ ହୋଇଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...