ପୋଖରୀରେ ବୁଡ଼ି ଦୁଇ ଭାଇ ମୃତ

ଜୟପୁର: କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ବ୍ଲକ ବାଲିଗାଁ ପଞ୍ଚାୟତ ପେଟାଲାଡି ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ପ୍ରଭାସ(୩) ଓ ତା’ ଦାଦାପୁଅ ଭାଇ (ସାଢ଼େ ୩ ବର୍ଷ) ଖେଳୁଥିବା ବେଳେ ପୋଖରୀରେ ବୁଡ଼ି ଯାଇଥିଲେ। ପରିବାର ଲୋକେ ଚାରିଆଡେ ଖୋଜିଥିଲେ ମଧ୍ୟ ପାଇନଥିଲେ। ପରେ ସେମାନଙ୍କ ମୃତଦେହ ପୋଖରୀରୁ ଉଦ୍ଧାର ହୋଇଥିଲା।

koraput

Rakesh Mallick
  • Published: Saturday, 10 December 2016
  • , Updated: 11 December 2016, 07:08 AM IST

Related story