ନାବାଳିକା ବଳାତ୍କାର ଘଟଣାକୁ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ପଟାଙ୍ଗି ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣ ବଳାତ୍କାର ଘଟଣାକୁ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏପରିକି ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିବା ସହିତ ଛାତ୍ରୀଙ୍କ ଉତ୍ତମ ଚିକିତ୍ସା ଓ ଆରୋଗ୍ୟ କାମନା କରିଛନ୍ତି ଧର୍ମେନ୍ଦ୍ର। ଅଭିଯୋଗରୁ ପ୍ରକାଶ, ଛାତ୍ରୀ ଜଣକ ଘରକୁ ଫେରୁଥିବା ବେଳେ ନିଛାଟିଆ ରାସ୍ତା ଦେଖି ୪ ଜଣ ଯବାନ ତାଙ୍କୁ […]

dharmendra

dharmendra

Rakesh Mallick
  • Published: Wednesday, 11 October 2017
  • Updated: 11 October 2017, 01:12 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ପଟାଙ୍ଗି ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣ ବଳାତ୍କାର ଘଟଣାକୁ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏପରିକି ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିବା ସହିତ ଛାତ୍ରୀଙ୍କ ଉତ୍ତମ ଚିକିତ୍ସା ଓ ଆରୋଗ୍ୟ କାମନା କରିଛନ୍ତି ଧର୍ମେନ୍ଦ୍ର।

ଅଭିଯୋଗରୁ ପ୍ରକାଶ, ଛାତ୍ରୀ ଜଣକ ଘରକୁ ଫେରୁଥିବା ବେଳେ ନିଛାଟିଆ ରାସ୍ତା ଦେଖି ୪ ଜଣ ଯବାନ ତାଙ୍କୁ ବଳପୂର୍ବକ ଜଙ୍ଗଲ ଭିତରକୁ ଉଠାଇ ନେଇ ଜଣେ ପରେ ଜଣେ ବଳାତ୍କାର କରି ଚାଲି ଯାଇଥିଲେ। ପରେ ଯନ୍ତ୍ରଣାରେ ଜଡ଼ସଡ଼ ଝିଅଟି ଘଟଣାସ୍ଥଳରୁ ଘୁଷୁରି ଘୁଷିରି କୌଣସି ପ୍ରକାରେ ରାସ୍ତାକୁ ଆସୁଥିଲେ। ସ୍ଥାନୀୟ ଲୋକେ ଏ ସମ୍ପର୍କରେ ଜାଣିପାରି ପରିବାର ଲୋକଙ୍କୁ ଖବର ଦେଇଥିଲେ। ଏପରିକି ତାଙ୍କୁ (ନାବାଳିକା) ଗୁରୁତର ଅବସ୍ଥାରେ କୁନ୍ଦୁଲି ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ। ନାବାଳିକାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ କୋରାପୁଟ ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଅଭିଯୁକ୍ତ ଯବାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ରାସ୍ତାରୋକ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story