ପଟାଙ୍ଗି ନାବାଳିକା ଗଣ ବଳାତ୍କାର ଘଟଣାରେ ୪ ଅଟକ

କୋରାପୁଟ (ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ପଟାଙ୍ଗି ଗଣଦୁଷ୍କର୍ମ ଘଟଣାରେ ପୋଲିସ୍‌ ୪ ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି। ପୋଲିସ୍‌ର ଏପରି କାର୍ଯ୍ୟକୁ ଅଟକ ରହିଥିବା ବ୍ୟକ୍ତିଙ୍କ ପରିବାର ଲୋକେ ବିରୋଧ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ପୋଲିସ ପ୍ରକୃତ ଅଭିଯୁକ୍ତଙ୍କୁ ନଧରି ନୀରିହ ଲୋକଙ୍କୁ ଉଠାଇ ନେଉଛି।  ନବମ ଶ୍ରେଣୀ ଛାତ୍ରୀ ଜଣକ ସ୍କୁଲରୁ ଘରକୁ ଫେରୁଥିଲେ। ନିଛାଟିଆ ରାସ୍ତାରେ ଯବାନଙ୍କ ପୋଷାକ ପିନ୍ଧିଥିବା ଅଭିଯୁକ୍ତମାନେ ନାବାଳିକାଙ୍କୁ ଜଙ୍ଗଲ ଭିତରକୁ ଟେକିନେଇ […]

Rakesh Mallick
  • Published: Monday, 16 October 2017
  • Updated: 16 October 2017, 05:09 PM IST

Sports

Latest News

କୋରାପୁଟ (ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ପଟାଙ୍ଗି ଗଣଦୁଷ୍କର୍ମ ଘଟଣାରେ ପୋଲିସ୍‌ ୪ ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି। ପୋଲିସ୍‌ର ଏପରି କାର୍ଯ୍ୟକୁ ଅଟକ ରହିଥିବା ବ୍ୟକ୍ତିଙ୍କ ପରିବାର ଲୋକେ ବିରୋଧ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ପୋଲିସ ପ୍ରକୃତ ଅଭିଯୁକ୍ତଙ୍କୁ ନଧରି ନୀରିହ ଲୋକଙ୍କୁ ଉଠାଇ ନେଉଛି।  ନବମ ଶ୍ରେଣୀ ଛାତ୍ରୀ ଜଣକ ସ୍କୁଲରୁ ଘରକୁ ଫେରୁଥିଲେ। ନିଛାଟିଆ ରାସ୍ତାରେ ଯବାନଙ୍କ ପୋଷାକ ପିନ୍ଧିଥିବା ଅଭିଯୁକ୍ତମାନେ ନାବାଳିକାଙ୍କୁ ଜଙ୍ଗଲ ଭିତରକୁ ଟେକିନେଇ ଜଣେ ପରେ ଜଣେ ବଳାତ୍କାର କରି ପଳାଇ ଯାଇଥିଲେ। ପରେ ନାବାଳିକା ଜଣକ ଘୁଷୁରି ଘୁଷୁରି ରାସ୍ତା ଉପରକୁ ଆସିଥିଲେ। ପଥଚାରୀମାନେ ତାଙ୍କୁ ପଟାଙ୍ଗି ମେଡ଼ିକାଲରେ ଭର୍ତ୍ତି କରିବା ସହିତ ପରିବାର ଲୋକଙ୍କୁ ଖବର ଦେଇଥିଲେ। ତେବେ ନାବାଳିକାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାକୁ କୋରାପୁଟ ଜିଲ୍ଲା ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଏବେ ନାବାଳିକା ଜଣକ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଅଭିଯୁକ୍ତଙ୍କ ଗିରଫ ଦାବିରେ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଥିଲେ। ଏହାର ପ୍ରତିବାଦରେ ଆଜି କଂଗ୍ରେସ ଓ ମାଓବାଦୀମାନେ ଜିଲ୍ଲା ବନ୍ଦ ଡାକରା ଦେଇଥିଲା। ଫଳରେ ଗାଡ଼ି ଚଳାଚଳ ଏକ ପ୍ରକାର ଠପ୍‌ ହୋଇଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story