ବଜ୍ରପାତ ନେଲା ଦୁଇ ଜୀବନ: ସତର୍କ ରହିବାକୁ ପାଣିପାଗ ବିଭାଗର ପରାମର୍ଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସମଗ୍ର ରାଜ୍ୟରେ କିଛି ସ୍ଥାନରେ ବର୍ଷା ଓ ବଜ୍ରପାତ ହୋଇଛି। ଯାହାଦ୍ୱାରା ବଜ୍ରପାତରେ ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଭୁବନ ଓ ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ କୁନିନ୍ଦା ଗାଁରେ ଜଣେ ଲେଖାଏଁ ଲୋକଙ୍କ ମୃତ୍ୟୁ ହୋଇଛି। ଆଉ ଜଣେ ଲୋକ ଗୁରୁତର ଆହତ ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି। ଆଜି ସନ୍ଧ୍ୟା ସାଢ଼େ ୬ଟା ମଧ୍ୟରେ ବଜ୍ରପାତ ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଏହି ସମୟ […]

lightening-bolt-tree-1

lightening-bolt-tree-1

Rakesh Mallick
  • Published: Sunday, 08 October 2017
  • Updated: 08 October 2017, 04:42 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସମଗ୍ର ରାଜ୍ୟରେ କିଛି ସ୍ଥାନରେ ବର୍ଷା ଓ ବଜ୍ରପାତ ହୋଇଛି। ଯାହାଦ୍ୱାରା ବଜ୍ରପାତରେ ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଭୁବନ ଓ ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ କୁନିନ୍ଦା ଗାଁରେ ଜଣେ ଲେଖାଏଁ ଲୋକଙ୍କ ମୃତ୍ୟୁ ହୋଇଛି। ଆଉ ଜଣେ ଲୋକ ଗୁରୁତର ଆହତ ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି।

ଆଜି ସନ୍ଧ୍ୟା ସାଢ଼େ ୬ଟା ମଧ୍ୟରେ ବଜ୍ରପାତ ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଏହି ସମୟ ଭିତରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, ଯାଜପୁର, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼ ଓ କନ୍ଧମାଳ।

ଚଳିତ ବର୍ଷ ବଜ୍ରପାତରେ ସାରା ଦେଶରେ ଓଡ଼ିଶାରେ ସର୍ବାଧିକ ମୃତ୍ୟୁ ହୋଇଛି। ଦେଶରେ ବର୍ଷକୁ ୨୦୦୦ ଜଣଙ୍କ ମୃତ୍ୟୁ ବରଣ ହେଉଥିବା ବେଳେ ଓଡ଼ିଶାରେ ବର୍ଷକୁ ୪୦୦ ଜଣଙ୍କ ଜୀବନ ଯାଇଛି। ଏ ବର୍ଷ ରାଜ୍ୟରେ ବଜ୍ରପାତ ନେଲାଣି ୨୫୮ ଜଣଙ୍କ ଜୀବନ। ଏହାଛଡ଼ା ଅନେକ ଆହତ ହେବା ସହିତ ବ୍ୟାପକ ସମ୍ପତ୍ତି ନଷ୍ଟ ହୋଇଛି। ସ୍ଥିତି ଜଟିଳ ହେଉଥିବା ଦେଖି ରାଜ୍ୟ ସରକାର ବଜ୍ରପାତର କାରଣ ଖୋଜିବା ପାଇଁ ଏକ ଏକ୍ସପର୍ଟ କମିଟି ଗଠନ କରିଥିଲେ। ଏହି କମିଟିରେ ଓସ୍‌ଡମା ଓ ଏସ୍‌ଆସିର ବିଶେଷଜ୍ଞ ରହିବେ। ସେମାନେ ବଜ୍ରପାତରେ ମୃତକଙ୍କ ପୋଷ୍ଟମର୍ଟମ ରିପୋର୍ଟର ତର୍ଜମା କରିବେ। ଏଥିସହ ବଜ୍ରପାତରୁ ରକ୍ଷା ପାଇଁ ସଚେତନତା ସୃଷ୍ଟି କରାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story