୧୫ ଜିଲ୍ଲାରେ ବଜ୍ରପାତ ସତର୍କ ସୂଚନା: ସନ୍ଧ୍ୟା ସାଢ଼େ ୬ଟା ଯାଏଁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଜ୍ରପାତ ଆଶଙ୍କା ନେଇ ଆଜି ସନ୍ଧ୍ୟା ସାଢ଼େ ୬ଟା ଯାଏଁ ସତର୍କ ରହିବାକୁ ୧୫ଟି ଜିଲ୍ଲାର ଲୋକଙ୍କୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହି ଜିଲ୍ଲା ଗୁଡ଼ିକ ହେଉଛି ରାୟଗଡ଼ା, କୋରାପୁଟ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଓ ଢେଙ୍କାନାଳ। ସେହିପରି ଆଜି ସକାଳ ୯ଟା ଯାଏଁ ରାଜ୍ୟର ୧୨ଟି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ସତର୍କ ରହିବା […]

lightening

lightening

Rakesh Mallick
  • Published: Tuesday, 03 October 2017
  • Updated: 03 October 2017, 09:51 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଜ୍ରପାତ ଆଶଙ୍କା ନେଇ ଆଜି ସନ୍ଧ୍ୟା ସାଢ଼େ ୬ଟା ଯାଏଁ ସତର୍କ ରହିବାକୁ ୧୫ଟି ଜିଲ୍ଲାର ଲୋକଙ୍କୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହି ଜିଲ୍ଲା ଗୁଡ଼ିକ ହେଉଛି ରାୟଗଡ଼ା, କୋରାପୁଟ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଓ ଢେଙ୍କାନାଳ।

ସେହିପରି ଆଜି ସକାଳ ୯ଟା ଯାଏଁ ରାଜ୍ୟର ୧୨ଟି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos