ସାବଧାନ! ଆଜି ବଜ୍ରପାତ ହୋଇପାରେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟର ୨୦ଟି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏହି ସମୟ ଭିତରେ ବାହାରକୁ ନଯିବା ପାଇଁ ସତର୍କ କରାଇ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ରାୟଗଡ଼ା, କୋରାପୁଟ, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ,ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ ଅନୁଗୋଳ। […]

lightening

lightening

Rakesh Mallick
  • Published: Monday, 02 October 2017
  • Updated: 02 October 2017, 10:55 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟର ୨୦ଟି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏହି ସମୟ ଭିତରେ ବାହାରକୁ ନଯିବା ପାଇଁ ସତର୍କ କରାଇ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ରାୟଗଡ଼ା, କୋରାପୁଟ, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ,ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ ଅନୁଗୋଳ।

ଚଳିତ ବର୍ଷ ବଜ୍ରପାତରେ ସାରା ଦେଶରେ ଓଡ଼ିଶାରେ ସର୍ବାଧିକ ମୃତ୍ୟୁ ହୋଇଛି। ଦେଶରେ ବର୍ଷକୁ ୨୦୦୦ ଜଣଙ୍କ ମୃତ୍ୟୁ ବରଣ ହେଉଥିବା ବେଳେ ଓଡ଼ିଶାରେ ବର୍ଷକୁ ୪୦୦ ଜଣଙ୍କ ଜୀବନ ଯାଇଛି। ଏ ବର୍ଷ ରାଜ୍ୟରେ ବଜ୍ରପାତ ନେଲାଣି ୨୫୮ ଜଣଙ୍କ ଜୀବନ। ଏହାଛଡ଼ା ଅନେକ ଆହତ ହେବା ସହିତ ବ୍ୟାପକ ସମ୍ପତ୍ତି ନଷ୍ଟ ହୋଇଛି। ସ୍ଥିତି ଜଟିଳ ହେଉଥିବା ଦେଖି ରାଜ୍ୟ ସରକାର ବଜ୍ରପାତର କାରଣ ଖୋଜିବା ପାଇଁ ଏକ ଏକ୍ସପର୍ଟ କମିଟି ଗଠନ କରିଥିଲେ। ଏହି କମିଟିରେ ଓସ୍‌ଡମା ଓ ଏସ୍‌ଆସିର ବିଶେଷଜ୍ଞ ରହିବେ। ସେମାନେ ବଜ୍ରପାତରେ ମୃତକଙ୍କ ପୋଷ୍ଟମର୍ଟମ ରିପୋର୍ଟର ତର୍ଜମା କରିବେ। ଏଥିସହ ବଜ୍ରପାତରୁ ରକ୍ଷା ପାଇଁ ସଚେତନତା ସୃଷ୍ଟି କରାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story