ମହାନଦୀ ବିବାଦ: ଦିଲ୍ଲୀରେ ବୈଠକ ପାଇଁ ରାଜ୍ୟକୁ କେନ୍ଦ୍ରର ଚିଠି

ଭୁବନେଶ୍ୱର: ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ପ୍ରସଙ୍ଗକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବୈଠକର ତାରିଖ ଧାର୍ଯ୍ୟ କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ଚିଠି ପଠାଇଛନ୍ତି। ଏ ନେଇ ଆଜି ବିଜେଡି ମୁଖପାତ୍ର ପ୍ରତାପ ଦେବ ସୂଚନା ଦେଇଛନ୍ତି। ଦିଲ୍ଲୀ ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୀକ୍ଷା ବୈଠକ ଡାକିବେ ବୋଲି ସେ କହିଛନ୍ତି।

mahanadi

Rakesh Mallick
  • Published: Saturday, 03 September 2016
  • , Updated: 03 September 2016, 02:40 PM IST

ଭୁବନେଶ୍ୱର: ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ପ୍ରସଙ୍ଗକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବୈଠକର ତାରିଖ ଧାର୍ଯ୍ୟ କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ଚିଠି ପଠାଇଛନ୍ତି।

ଏ ନେଇ ଆଜି ବିଜେଡି ମୁଖପାତ୍ର ପ୍ରତାପ ଦେବ ସୂଚନା ଦେଇଛନ୍ତି।

ଦିଲ୍ଲୀ ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୀକ୍ଷା ବୈଠକ ଡାକିବେ ବୋଲି ସେ କହିଛନ୍ତି।

Related story