ଟେନ୍‌ସନ୍‌ରେ ମହିମା: ଜାମିନ୍‌ ମିଳିଲା କିନ୍ତୁ ମୁକ୍ତି ନୁହେଁ

ଭୁବନେଶ୍ୱର: ଶିଳ୍ପପତି ମହିମା ମିଶ୍ରଙ୍କୁ ପାରାଦୀପ ସିୱେଜ୍ ସିପିଂ ଜିଏମ୍ ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ଆଜି ହାଇକାର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ତେବେ କଟକ ପ୍ରେସ୍ ଛକ ବୋମାମାଡ଼ ଘଟଣାରେ ଜାମିନ ମିଳିନାହିଁ। ମହିମାଙ୍କ ପକ୍ଷରୁ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ କେ.ଟି.ଏସ୍. ତୁଲସୀ ପକ୍ଷ ରଖିଥିଲେ। ଉଭୟ ମାମଲାରେ ପୋଲିସ୍ ପକ୍ଷରୁ ମହିମାଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇସାରିଛି। ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ପୂର୍ବରୁ ସହ ଅଭିଯୁକ୍ତ ବାପି ସର୍ଖେଲ୍‌ଙ୍କୁ ଜାମିନ୍ ମିଳିସାରିଥିବାରୁ […]

mahima-mishra

mahima-mishra

Rakesh Mallick
  • Published: Tuesday, 16 May 2017
  • Updated: 16 May 2017, 03:37 PM IST

Sports

Latest News

ଭୁବନେଶ୍ୱର: ଶିଳ୍ପପତି ମହିମା ମିଶ୍ରଙ୍କୁ ପାରାଦୀପ ସିୱେଜ୍ ସିପିଂ ଜିଏମ୍ ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ଆଜି ହାଇକାର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ତେବେ କଟକ ପ୍ରେସ୍ ଛକ ବୋମାମାଡ଼ ଘଟଣାରେ ଜାମିନ ମିଳିନାହିଁ। ମହିମାଙ୍କ ପକ୍ଷରୁ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ କେ.ଟି.ଏସ୍. ତୁଲସୀ ପକ୍ଷ ରଖିଥିଲେ।

ଉଭୟ ମାମଲାରେ ପୋଲିସ୍ ପକ୍ଷରୁ ମହିମାଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇସାରିଛି। ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ପୂର୍ବରୁ ସହ ଅଭିଯୁକ୍ତ ବାପି ସର୍ଖେଲ୍‌ଙ୍କୁ ଜାମିନ୍ ମିଳିସାରିଥିବାରୁ ମହିମାଙ୍କୁ ମଧ୍ୟ ଜାମିନ୍ ଦେବାକୁ ଓକିଲଙ୍କ ପକ୍ଷରୁ ଯୁକ୍ତି ଦର୍ଶାଯାଇଥିଲା।

ଅକ୍ଟୋବର ୨୬ ତାରିଖରେ ସ୍ୱାଇଁ ତାଙ୍କ ସ୍କର୍ପିଓରେ ଅଫିସ୍ ଯାଉଥିବା ବେଳେ ପାରାଦୀପ ଆମ୍ୱେଦକର ଭବନ ନିକଟରେ ଦୁଇ ଜଣ ଦୁର୍ବୃତ୍ତ ମୋଟର ସାଇକେଲ୍‌ରେ ଆସି ତାଙ୍କ ଗାଡ଼ି ଉପରକୁ ବୋମା ଫୋପାଡ଼ି ଥିଲେ। ଆତ୍ମରକ୍ଷା ପାଇଁ ସେ ଗାଡ଼ିରୁ ଓହ୍ଲାଇ ଦୌଡ଼ି ପଳାଇ ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story