ମାଲକାନଗିରି ସୀମାନ୍ତରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଜଣେ ଯବାନ ଗୁରୁତର

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଚିନ୍ତେନାର ହାଟ ନିକଟରେ ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଜଣେ ଯବାନ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସୁକମା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତ ଯବାନଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇପାରେ। ସୁକମା ଅଞ୍ଚଳରେ ନିୟମିତ କମ୍ୱିଂ ଚାଲିଥିବାରୁ ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଏହି ବିସ୍ଫୋରଣ କରିଥିବା ସନ୍ଦେହ କରାଯାଉଛି। ଘଟଣା ପରେ ସେଠାରେ କମ୍ୱିଂ ଅପରେସନ […]

landline

landline

Rakesh Mallick
  • Published: Saturday, 28 November 2015
  • Updated: 28 November 2015, 06:06 AM IST

Sports

Latest News

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଚିନ୍ତେନାର ହାଟ ନିକଟରେ ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଜଣେ ଯବାନ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସୁକମା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତ ଯବାନଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇପାରେ। ସୁକମା ଅଞ୍ଚଳରେ ନିୟମିତ କମ୍ୱିଂ ଚାଲିଥିବାରୁ ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଏହି ବିସ୍ଫୋରଣ କରିଥିବା ସନ୍ଦେହ କରାଯାଉଛି। ଘଟଣା ପରେ ସେଠାରେ କମ୍ୱିଂ ଅପରେସନ ଜୋରଦାର କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story