ମାଟ୍ରିକ ଫର୍ମ ପୂରଣ ତାରିଖ ୧୯କୁ ଘୁଞ୍ଚିଲା

କଟକ: ୨୦୧୭ ଫେବୃଆରୀ ୨୮ରୁ ଆରମ୍ଭ ହେବାକୁ ଥିବା ମାଟ୍ରିକ୍‌ ପରୀକ୍ଷା ଫର୍ମ ପୂରଣ ତାରିଖ ୧୯କୁ ଓ ଫାଇନ୍‌ ତାରିଖ ୨୪କୁ ଘୁଞ୍ଚାଇ ଦିଆଯାଇଛି। ଏ ସମ୍ପର୍କରେ ସୂଚନା ବୋର୍ଡ ପରୀକ୍ଷା ନିୟନ୍ତ୍ରକ ନିହାର ରଞ୍ଜନ ମହାନ୍ତି କହିଛନ୍ତି। ୨୦୧୭ ଫେବୃଆରୀ ୨୮ରୁ ମାର୍ଚ୍ଚ ୧୦ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ। ଏଥିପାଇଁ ବୋର୍ଡ କର୍ତ୍ତୃପକ୍ଷ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ କରିଛନ୍ତି। ଫେବୃଆରୀ ୨୮ରେ ପ୍ରଥମ ଭାଷା ପରୀକ୍ଷା ହେବ। ମାର୍ଚ୍ଚ ୨ ତାରିଖରେ ଦ୍ୱିତୀୟ […]

matric

matric

Rakesh Mallick
  • Published: Wednesday, 16 November 2016
  • Updated: 16 November 2016, 08:59 PM IST

Sports

Latest News

କଟକ: ୨୦୧୭ ଫେବୃଆରୀ ୨୮ରୁ ଆରମ୍ଭ ହେବାକୁ ଥିବା ମାଟ୍ରିକ୍‌ ପରୀକ୍ଷା ଫର୍ମ ପୂରଣ ତାରିଖ ୧୯କୁ ଓ ଫାଇନ୍‌ ତାରିଖ ୨୪କୁ ଘୁଞ୍ଚାଇ ଦିଆଯାଇଛି। ଏ ସମ୍ପର୍କରେ ସୂଚନା ବୋର୍ଡ ପରୀକ୍ଷା ନିୟନ୍ତ୍ରକ ନିହାର ରଞ୍ଜନ ମହାନ୍ତି କହିଛନ୍ତି।

୨୦୧୭ ଫେବୃଆରୀ ୨୮ରୁ ମାର୍ଚ୍ଚ ୧୦ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ। ଏଥିପାଇଁ ବୋର୍ଡ କର୍ତ୍ତୃପକ୍ଷ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ କରିଛନ୍ତି। ଫେବୃଆରୀ ୨୮ରେ ପ୍ରଥମ ଭାଷା ପରୀକ୍ଷା ହେବ। ମାର୍ଚ୍ଚ ୨ ତାରିଖରେ ଦ୍ୱିତୀୟ ଭାଷା ଓ ୪ ତାରିଖରେ ତୃତୀୟ ଭାଷା ପରୀକ୍ଷା ହେବ। ସେହିପରି ମାର୍ଚ୍ଚ ୬ ତାରିଖରେ ଗଣିତ, ୮ ତାରିଖରେ ବିଜ୍ଞାନ, ୧୦ ତାରିଖରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story