ରାଷ୍ଟ୍ରପତି ପ୍ରାର୍ଥୀ ମୀରା କୁମାରଙ୍କ ଓଡ଼ିଶା ଗସ୍ତ ବାତିଲ୍‌

ଭୁବନେଶ୍ୱର: ରାଷ୍ଟ୍ରପତି ପ୍ରାର୍ଥୀ ମୀରା କୁମାରଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି। ବାତିଲର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ଫ୍ଲାଇଟ୍‌ରେ ଯାନ୍ତ୍ରୀକ ତ୍ରୁଟି ପାଇଁ ଏହା ବାତିଲ ହୋଇଥିବା ଜଣାପଡ଼ିଛି। ଏନେଇ ବିରୋଧୀ ଦଳ ମୁଖ୍ୟସଚେତକ ତାରା ପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି। ଆଜି ସନ୍ଧ୍ୟାରେ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି ପ୍ରାର୍ଥୀ ମୀରା କୁମାର। ସେ ସନ୍ଧ୍ୟା ୭ଟା ବେଳେ ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ଥିଲା। ରାଷ୍ଟ୍ରପତି ପଦ ଲାଗି ବିଧାୟକଙ୍କ ସମର୍ଥନ ଲୋଡିବା ଲାଗି […]

meira-kumar-

meira-kumar-

Rakesh Mallick
  • Published: Monday, 03 July 2017
  • Updated: 03 July 2017, 06:39 PM IST

Sports

Latest News

ଭୁବନେଶ୍ୱର: ରାଷ୍ଟ୍ରପତି ପ୍ରାର୍ଥୀ ମୀରା କୁମାରଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି। ବାତିଲର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ଫ୍ଲାଇଟ୍‌ରେ ଯାନ୍ତ୍ରୀକ ତ୍ରୁଟି ପାଇଁ ଏହା ବାତିଲ ହୋଇଥିବା ଜଣାପଡ଼ିଛି। ଏନେଇ ବିରୋଧୀ ଦଳ ମୁଖ୍ୟସଚେତକ ତାରା ପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି।

ଆଜି ସନ୍ଧ୍ୟାରେ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି ପ୍ରାର୍ଥୀ ମୀରା କୁମାର। ସେ ସନ୍ଧ୍ୟା ୭ଟା ବେଳେ ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ଥିଲା। ରାଷ୍ଟ୍ରପତି ପଦ ଲାଗି ବିଧାୟକଙ୍କ ସମର୍ଥନ ଲୋଡିବା ଲାଗି ସେ ଆସୁଥିଲେ। ଏହି ଅବସରରେ ମୀରା କୁମାର କଂଗ୍ରେସ ବିଧାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story