୨୧ରୁ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର: ସେପ୍ଟେମ୍ବର ୨୧ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ। ଏହା ସେପ୍ଟେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥି ମଧ୍ୟରେ ୮ଟି କାର୍ଯ୍ୟ ଦିବସ ରହିଛି। ରାଜ୍ୟପାଳଙ୍କ ଅନୁମୋଦନ ପରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।