୨୧ରୁ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର: ସେପ୍ଟେମ୍ବର ୨୧ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ। ଏହା ସେପ୍ଟେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥି ମଧ୍ୟରେ ୮ଟି କାର୍ଯ୍ୟ ଦିବସ ରହିଛି। ରାଜ୍ୟପାଳଙ୍କ ଅନୁମୋଦନ ପରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

assembly

Rakesh Mallick
  • Published: Saturday, 03 September 2016
  • , Updated: 03 September 2016, 07:21 PM IST

Related story