ନବୀନଙ୍କ ସମ୍ବଲପୁର ଗସ୍ତ ପୂର୍ବରୁ ଜୟନାରାୟଣଙ୍କ ସମେତ ୩୦ ଅଟକ

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ସମ୍ବଲପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ନବୀନଙ୍କ ଗସ୍ତ ପୂର୍ବରୁ ଆଜି ବିଜେପିର ପୂର୍ବତନ ବିଧାୟକ ଜୟନାରାୟଣ ମିଶ୍ରଙ୍କ ସମେତ ୩୦ ଜଣ କର୍ମୀଙ୍କୁ ପୋଲିସ ଅଟକ ରଖିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଏମାନଙ୍କୁ ଅଟକ ରଖଶଯାଇଥିବା ପୋଲିସ କହିଛି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଅଇଁଠାପାଲି ସ୍ଥିତ ପିଏଚ୍‌ଡି ପଡ଼ିଆରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବେ। ଏହାସହ ଅଇଁଠାପାଲିରେ ଥିବା ନୂତନ ବସ୍‌ ଟର୍ମିନାଲକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ […]

jaya-narayana

jaya-narayana

Rakesh Mallick
  • Published: Monday, 21 November 2016
  • Updated: 21 November 2016, 08:40 PM IST

Sports

Latest News

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ସମ୍ବଲପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ନବୀନଙ୍କ ଗସ୍ତ ପୂର୍ବରୁ ଆଜି ବିଜେପିର ପୂର୍ବତନ ବିଧାୟକ ଜୟନାରାୟଣ ମିଶ୍ରଙ୍କ ସମେତ ୩୦ ଜଣ କର୍ମୀଙ୍କୁ ପୋଲିସ ଅଟକ ରଖିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଏମାନଙ୍କୁ ଅଟକ ରଖଶଯାଇଥିବା ପୋଲିସ କହିଛି।

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଅଇଁଠାପାଲି ସ୍ଥିତ ପିଏଚ୍‌ଡି ପଡ଼ିଆରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବେ। ଏହାସହ ଅଇଁଠାପାଲିରେ ଥିବା ନୂତନ ବସ୍‌ ଟର୍ମିନାଲକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

କ୍ଷେତରାଜପୁର ରେଳଷ୍ଟେସନଠାରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos