ଭୁବନେଶ୍ୱର: ଉନ୍ମୋଚିତ ହୋଇଛି ପୁସ୍ତକ ‘ଦ ଟଲ୍ ମ୍ୟାନ୍ ବିଜୁ ପଟ୍ଟନାୟକ’। ଗତକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଥିଲା ଏହି ପୁସ୍ତକର ଉନ୍ମୋଚନ କାର୍ଯ୍ୟକ୍ରମ। ଏଥିରେ ଅତିଥି ହୋଇଥିଲେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍.ଡି ଦେବଗୌଡ଼ା, ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡ଼ଭାନୀ ଓ ସିପିଆଇ(ଏମ୍)ର ସାଧାରଣ ସଂପାଦକ ସୀତାରାମ ୟେଚୁରୀ। ଏମାନଙ୍କ ପାଇଁ ହୋଟେଲ୍ରେ ରହିବା ବ୍ୟବସ୍ଥା ହୋଇଥିଲା। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ ରକ୍ଷା କରି ସେମାନେ ନବୀନ ନିବାସକୁ ମଧ୍ୟାହ୍ନ ଭୋଜନ ପାଇଁ ଯାଇଥିଲେ। ସେଠାରେ ସେମାନେ ପଖାଳ ଖାଇଥିଲେ। କଂସା ବାସନ ଓ କଦଳୀ ପତ୍ରରେ ସେମାନଙ୍କୁ ଖାଇବାକୁ ଦିଆଯାଇଥିଲା। ନବୀନ ଘରେ କୁଣିଆମାନଙ୍କୁ କେମିତି ସତ୍କାର କଲେ ସେ ନେଇ କିଛି ଫଟୋ ଦେଖନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆମେରିକା ଝିଅ ହେଲେ ଓଡ଼ିଆ ବୋହୂ: ବଖାଣିଲେ କେମିତି ବଦଳିଲା ଜୀବନଶୈଳୀ
ଓଡ଼ିଆ ଯୁବକଙ୍କୁ ବବାହ କରି ବେଙ୍ଗାଲୁରୁରେ ରହୁଛନ୍ତି ଆମେରିକାର ହାନ୍ନା। କହିଲେ ସବୁ ବୋହୁ ମୋ ଭଳି ଭାଗ୍ୟବତୀ ନୁହନ୍ତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।