ନୟାଗଡ଼: ଗଳାକଟା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ନୟାଗଡ଼: କଣ୍ଟିଲୋ ବିଜ୍ର ନିକଟରୁ ଆଜି ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ଗଳାରେ କଟା ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଏହାସହ ମହିଳାଙ୍କୁ ହତ୍ୟା ପରେ ପୋଡି ପ୍ରମାଣ ନଷ୍ଟ କରିବାକୁ ଚେଷ୍ଟା କରାଯାଇଛି। ଆଜି ସ୍ଥାନୀୟ ଲୋକେ ମହିଳାଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି। […]

nayagada

nayagada

Rakesh Mallick
  • Published: Sunday, 29 January 2017
  • Updated: 29 January 2017, 11:42 AM IST

Sports

Latest News

ନୟାଗଡ଼: କଣ୍ଟିଲୋ ବିଜ୍ର ନିକଟରୁ ଆଜି ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ଗଳାରେ କଟା ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଏହାସହ ମହିଳାଙ୍କୁ ହତ୍ୟା ପରେ ପୋଡି ପ୍ରମାଣ ନଷ୍ଟ କରିବାକୁ ଚେଷ୍ଟା କରାଯାଇଛି।

ଆଜି ସ୍ଥାନୀୟ ଲୋକେ ମହିଳାଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି।

ମୃତଦେହ ପାଖରୁ ଏକ ଛୋଟ ପିଲାର ପିନ୍ଧା ବସ୍ତ୍ର ପୋଲିସ ପାଇଛି। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story