ବିଷ ପିଇ ମରିଗଲେ ମହିଳା, ଦୁଇ ପୁଅ ଗୁରୁତର

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଗୋଡ଼ିସାହିରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ନିଜେ ବିଷ ପିଇବା ସହିତ ଦୁଇ ପୁଅଙ୍କୁ ବିଷ ପିଆଇ ଦେଇଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଦୁଇ ପୁଅଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ପାରିବାରିକ କହଳ ନା ଅନ୍ୟ କୌଣସି କାରଣରୁ ମହିଳା ଜଣ ବିଷ ପିଇଛନ୍ତି ତାହା ଜଣାପଡ଼ିନି।

nayagardh

nayagardh

Rakesh Mallick
  • Published: Friday, 07 April 2017
  • Updated: 07 April 2017, 12:28 PM IST

Sports

Latest News

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଗୋଡ଼ିସାହିରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ନିଜେ ବିଷ ପିଇବା ସହିତ ଦୁଇ ପୁଅଙ୍କୁ ବିଷ ପିଆଇ ଦେଇଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଦୁଇ ପୁଅଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ପାରିବାରିକ କହଳ ନା ଅନ୍ୟ କୌଣସି କାରଣରୁ ମହିଳା ଜଣ ବିଷ ପିଇଛନ୍ତି ତାହା ଜଣାପଡ଼ିନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos