ଭୁବନେଶ୍ୱରରେ ନେପାଳ ରାଷ୍ଟ୍ରପତି, ଲିଙ୍ଗରାଜରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର:  ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ନେପାଳ ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀ  ଭୁବନେଶ୍ୱର ବିମାନବନ୍ଦରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଅର୍ଥମନ୍ତ୍ରୀ ପ୍ରଦୀପ ଅମାତ ଓ ପୋଲିସ ଡିଜି କେ.ବି. ସିଂହ ଫୁଲଗୁଚ୍ଛ ଦେଇ ସ୍ୱାଗତ କରିଛନ୍ତି। ବିଦ୍ୟାଦେବୀ ଭଣ୍ଡାରୀ  ପ୍ରଥମେ ଉଜ୍ଜଳା ନାରୀ ସଶକ୍ତିକରଣ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ପରେ ସେ  ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ।  ମନ୍ଦିର ପକ୍ଷରୁ ନେପାଳ ରାଷ୍ଟ୍ରପତିଙ୍କୁ ଲିଙ୍ଗରାଜଙ୍କ ଦାମୋଦର ବେଶର ଏକ ଫଟୋଚିତ୍ର ଉପହାର ଦିଆଯିବ। ନେପାଳ […]

nepal presedent

nepal presedent

Rakesh Mallick
  • Published: Thursday, 20 April 2017
  • Updated: 20 April 2017, 08:50 PM IST

Sports

Latest News

ଭୁବନେଶ୍ୱର:  ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ନେପାଳ ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀ  ଭୁବନେଶ୍ୱର ବିମାନବନ୍ଦରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଅର୍ଥମନ୍ତ୍ରୀ ପ୍ରଦୀପ ଅମାତ ଓ ପୋଲିସ ଡିଜି କେ.ବି. ସିଂହ ଫୁଲଗୁଚ୍ଛ ଦେଇ ସ୍ୱାଗତ କରିଛନ୍ତି।

ବିଦ୍ୟାଦେବୀ ଭଣ୍ଡାରୀ  ପ୍ରଥମେ ଉଜ୍ଜଳା ନାରୀ ସଶକ୍ତିକରଣ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ପରେ ସେ  ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ।  ମନ୍ଦିର ପକ୍ଷରୁ ନେପାଳ ରାଷ୍ଟ୍ରପତିଙ୍କୁ ଲିଙ୍ଗରାଜଙ୍କ ଦାମୋଦର ବେଶର ଏକ ଫଟୋଚିତ୍ର ଉପହାର ଦିଆଯିବ। ନେପାଳ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଲିଙ୍ଗରାଜ ଥାନା ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ମନ୍ଦିର ନିକଟରେ ୧୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story