ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ୫ ଦିନିଆ ଗସ୍ତରେ ଯାଇ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଆସନ୍ତା ୧୦ ତାରିଖରେ ରେଳ ଭବନରେ ଜୟପୁର-ମାଲକାନଗିରି ଓ ଜୟପୁର-ନବରଙ୍ଗପୁର ରେଳ ପ୍ରକଳ୍ପ ଏମ୍‌ଓୟୁ ସ୍ୱାକ୍ଷର ବୈଠକରେ ସେ ଯୋଗଦେବେ। ପରେ ରେଳମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ଭେଟି ରେଳ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ୧୦ ତାରିଖରେ ଆୟୋଜିତ ରେଳ ପ୍ରକଳ୍ପ ଏମ୍‌ଓୟୁ ସ୍ୱାକ୍ଷର ବୈଠକରେ ଯୋଗଦେବେ। ମୁଖ୍ୟମନ୍ତ୍ରୀ କହିଛନ୍ତି, “ଜୟପୁର-ମାଲକାନଗିରି ଓ ଜୟପୁର-ନବରଙ୍ଗପୁର ରେଳ ଲାଇନ୍‌ ସମ୍ପର୍କରେ […]

cm

Rakesh Mallick
  • Published: Saturday, 08 October 2016
  • , Updated: 08 October 2016, 10:34 PM IST

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ୫ ଦିନିଆ ଗସ୍ତରେ ଯାଇ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଆସନ୍ତା ୧୦ ତାରିଖରେ ରେଳ ଭବନରେ ଜୟପୁର-ମାଲକାନଗିରି ଓ ଜୟପୁର-ନବରଙ୍ଗପୁର ରେଳ ପ୍ରକଳ୍ପ ଏମ୍‌ଓୟୁ ସ୍ୱାକ୍ଷର ବୈଠକରେ ସେ ଯୋଗଦେବେ। ପରେ ରେଳମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ଭେଟି ରେଳ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ୧୦ ତାରିଖରେ ଆୟୋଜିତ ରେଳ ପ୍ରକଳ୍ପ ଏମ୍‌ଓୟୁ ସ୍ୱାକ୍ଷର ବୈଠକରେ ଯୋଗଦେବେ।

ମୁଖ୍ୟମନ୍ତ୍ରୀ କହିଛନ୍ତି, “ଜୟପୁର-ମାଲକାନଗିରି ଓ ଜୟପୁର-ନବରଙ୍ଗପୁର ରେଳ ଲାଇନ୍‌ ସମ୍ପର୍କରେ କେନ୍ଦ୍ର ରେଳ ମନ୍ତ୍ରୀ ସୁରେଶ ପ୍ରଭୁଙ୍କ ସହ ଆଲୋଚନା କରିବି। ଏହାସହ ଅନ୍ୟାନ୍ୟ ବିଷୟରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।”

Related story