ଆଜିଠୁ ଲାଗୁହେବ ନୂଆ ତୈଳ ଦର, ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି

ଭୁବନେଶ୍ୱର: ଆଜିଠୁ ଲାଗୁହେବ ନୂଆ ତୈଳ ଦର। ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ପହଞ୍ଚାଇବା ଲକ୍ଷ୍ୟରେ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଉତ୍ପାଦନ ଶୁଳ୍କକୁ ଲିଟର ପିଛା ୨ ଟଙ୍କା ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି ଫଳରେ କେନ୍ଦ୍ର ସରକାରଙ୍କୁ ବାର୍ଷିକ ୨୬ ହଜାର କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ିବ। ସେହିପରି ଚଳିତ ବର୍ଷର ଅବଶିଷ୍ଟ ସମୟରେ କେନ୍ଦ୍ରକୁ ୧୩ ହଜାର କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ିବ। କିଛି ଦିନ ହେବ ଅନ୍ତର୍ଜାତୀୟ […]

petrol-pump-

petrol-pump-

Rakesh Mallick
  • Published: Wednesday, 04 October 2017
  • Updated: 04 October 2017, 02:46 AM IST

Sports

Latest News

ଭୁବନେଶ୍ୱର: ଆଜିଠୁ ଲାଗୁହେବ ନୂଆ ତୈଳ ଦର। ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ପହଞ୍ଚାଇବା ଲକ୍ଷ୍ୟରେ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଉତ୍ପାଦନ ଶୁଳ୍କକୁ ଲିଟର ପିଛା ୨ ଟଙ୍କା ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି ଫଳରେ କେନ୍ଦ୍ର ସରକାରଙ୍କୁ ବାର୍ଷିକ ୨୬ ହଜାର କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ିବ।

ସେହିପରି ଚଳିତ ବର୍ଷର ଅବଶିଷ୍ଟ ସମୟରେ କେନ୍ଦ୍ରକୁ ୧୩ ହଜାର କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ିବ। କିଛି ଦିନ ହେବ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ବିଶେଷ ବୃଦ୍ଧି ହୋଇ ନ ଥିଲେ ମଧ୍ୟ ଦେଶରେ ତୈଳ ଦର ବଢି ଚାଲିଥିଲା। ଏହାକୁ ନେଇ ବିରୋଧୀ ସରକାରଙ୍କୁ ଟାର୍ଗେଟ କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story