ନୂଆପଡ଼ା: ପୋଲିସ୍ ଇନଫର୍ମର ସନ୍ଦେହରେ ଗଜପତି ମାଝିଙ୍କୁ ହତ୍ୟା କଲେ ମାଓବାଦୀ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଧୋବଘାଟର ଜଣେ ବ୍ୟକ୍ତିଙ୍କୁ ସୋମବାର ବିଳମ୍ବିତ ରାତିରେ ମାଓବାଦୀମାନେ ପାଟଦରା ଜଙ୍ଗଲରେ ହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ଗଜପତି ମାଝି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଗଜପତିଙ୍କୁ ହତ୍ୟା କରାଯାଇଛି। ନୂଆପଡ଼ା ଏସପି ପିନାକ ମିଶ୍ର କହିଛନ୍ତି, “ଗତକାଲି ଦିନରେ ଗଜପତିଙ୍କୁ ମାଓବାଦୀମାନେ ଅପହରଣ କରି ନେଇଥିଲେ। ରାତିରେ ତାଙ୍କୁ ମାଓବାଦୀମାନେ ହତ୍ୟା କରିଛନ୍ତି। ପୋଲିସ୍ ଇନଫର୍ମର ସନ୍ଦେହରେ ମାଓବାଦୀମାନେ ତାଙ୍କୁ ହତ୍ୟା କରିଛନ୍ତି।”  

mao

mao

Rakesh Mallick
  • Published: Tuesday, 19 April 2016
  • Updated: 19 April 2016, 10:23 AM IST

Sports

Latest News

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଧୋବଘାଟର ଜଣେ ବ୍ୟକ୍ତିଙ୍କୁ ସୋମବାର ବିଳମ୍ବିତ ରାତିରେ ମାଓବାଦୀମାନେ ପାଟଦରା ଜଙ୍ଗଲରେ ହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ଗଜପତି ମାଝି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଗଜପତିଙ୍କୁ ହତ୍ୟା କରାଯାଇଛି।

ନୂଆପଡ଼ା ଏସପି ପିନାକ ମିଶ୍ର କହିଛନ୍ତି, “ଗତକାଲି ଦିନରେ ଗଜପତିଙ୍କୁ ମାଓବାଦୀମାନେ ଅପହରଣ କରି ନେଇଥିଲେ। ରାତିରେ ତାଙ୍କୁ ମାଓବାଦୀମାନେ ହତ୍ୟା କରିଛନ୍ତି। ପୋଲିସ୍ ଇନଫର୍ମର ସନ୍ଦେହରେ ମାଓବାଦୀମାନେ ତାଙ୍କୁ ହତ୍ୟା କରିଛନ୍ତି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story