ଘରୋଇ ମେଡିକାଲ୍ ଓ ନର୍ସିଂହୋମ ସଂଘର ଆନ୍ଦୋଳନ ମାସେ ପାଇଁ ସ୍ଥଗିତ

ଭୁବନେଶ୍ୱର: ଆସନ୍ତାକାଲି ହେବାକୁ ଥିବା ରାଜ୍ୟ ଘରୋଇ ମେଡିକାଲ୍ ଓ ନର୍ସିଂହୋମ ସଂଘର ଦିନିକିଆ ଆନ୍ଦୋଳନ ସ୍ଥଗିତ ହୋଇଯାଇଛି। ଆନ୍ଦୋଳନକୁ ଆସନ୍ତା ଏକ ମାସ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିବା ନେଇ ସଂଘର ସଭାପତି ଅଜୟ ମିଶ୍ର ସୂଚନା ଦେଇଛନ୍ତି। ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଗଲା ବୋଲି ସେ କହିଛନ୍ତି।

କ୍ଲିନିକାଲ୍ ଏଷ୍ଟାବ୍ଲିସ୍‌ମେଣ୍ଟ ଆକ୍ଟ କୋହଳ, ମେଡିକାଲ୍‌ରେ ଅଗ୍ନି ନିର୍ବାପକ ଯନ୍ତ୍ର ବ୍ୟବହାର ନେଇ ଆଇନରେ ସ୍ୱତନ୍ତ୍ର ବ୍ୟବସ୍ଥା ଆଦି ନେଇ ସଂଘ ପକ୍ଷରୁ ଆନ୍ଦୋଳନ ଡାକରା ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ

କରୋନାରୁ ସୁସ୍ଥ ପରେ ବି ରହିଛି ବିପଦ, ସରକାର ଜାରି କଲେ ଆଡଭାଇଜରି

ବାଇଗଣ ଓ ବନ୍ଧାକୋବି ବୋଝେଇ ଟ୍ରକ୍‌ରୁ ମିଳିଲା ଗଞ୍ଜେଇ

କିଏ ଫିଙ୍ଗିଛି ମହାପ୍ରଭୁ କାଳିଆ ସାଆନ୍ତଙ୍କ ଅତିପ୍ରିୟ ଶୁଖିଲି ଭୋଗ ?

ଶବ ଶୋଭାଯାତ୍ରାରେ ସାମିଲ ହୋଇଥିଲେ,  ୫୦୦ ଜଣଙ୍କ ବିରୋଧରେ ମାମଲା

କାଲିଠାରୁ କାଉଣ୍ଟରରେ ରିଜର୍ଭେସନ ଟିକେଟ

ଆଉ ତିନିକୋଭିଡ-19 ପଜିଟିଭ ଚିହ୍ନଟ, ସଂପୃକ୍ତ ଅଞ୍ଚଳ ସିଲ୍ କଲା ପ୍ରଶାସନ

ପୁରୁଣା ରେକର୍ଡ଼ ଭାଙ୍ଗିଲା ୧୯ ନିର୍ବାଚନ

ବୋହୂ ପାଇଁ ଥାନା ଭଙ୍ଗାରୁଜା : ବନ୍ଧା ହେଲେ ୫୨

ବାଘ ଚମଡ଼ା ଜବତ ଘଟଣାରେ ଆଉ ୩ ଗିରଫ

ପାରା ମେଡିକାଲ ଇନ୍‌ଷ୍ଟିଚ୍ୟୁଟ୍‌ର ମାଲିକଙ୍କ ନାମରେ ଅଶ୍ଳୀଳ ଆଚରଣ ଅଭିଯୋଗ

ମାଡ଼ ହେଲା ବାତ୍ୟା ‘ସୁପର୍‌ଟାଇଫୁନ୍‌: ୨.୪୫ ମିଲିୟନ୍ ଲୋକଙ୍କୁ ସ୍ଥାନାନ୍ତର

ପୃଥିବୀ ପାଖରେ ଆଉ ଏକ ଗ୍ରହରେ ମିଳିଲା ମହାସମୁଦ୍ରର ସନ୍ଧାନ