ବିଧାନସଭାରେ ତେଲ ତାତି: ଗୃହ ଅପରାହ୍ନ ୩ଟା ଯାଏ ମୁଲତବି

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ଆଜି ଶେଷ ଦିନରେ ବି ଗୃହ ଚାଲି ପାରିଲାନି। ତୈଳ ଦର ବୃଦ୍ଧିର ପ୍ରତିବାଦ କରି ଶାସକ ଦଳର ବିଧାୟକମାନେ ନିଜ ଆସନରେ ଛିଡ଼ା ହୋଇ କେନ୍ଦ୍ର ବିରୋଧରେ ନାରାବାଜି କରିଥିଲେ। ଏହା ସହ କଂଗ୍ରେସ ବିଧାୟକ ଗାଉନ ପିନ୍ଧି ଗୃହର ମଧ୍ୟ ଭାଗକୁ ଆସି ହୋହାଲ୍ଲା କରିଥିଲେ। ଏହାକୁ ନେଇ ଗୃହରେ ଅଚଳାବସ୍ଥା ଲାଗି ରହିବାରୁ ବାଚସ୍ପତି ଗୃହକୁ ଅପରାହ୍ନ ୩ଟା ଯାଏଁ ମୁଲତବି ରଖିଛନ୍ତି। ଆନ୍ତର୍ଜାତିକ ବଜାରରେ ଅଶୋଧିତ […]

Rakesh Mallick
  • Published: Saturday, 16 September 2017
  • Updated: 16 September 2017, 01:06 PM IST

Sports

Latest News

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ଆଜି ଶେଷ ଦିନରେ ବି ଗୃହ ଚାଲି ପାରିଲାନି। ତୈଳ ଦର ବୃଦ୍ଧିର ପ୍ରତିବାଦ କରି ଶାସକ ଦଳର ବିଧାୟକମାନେ ନିଜ ଆସନରେ ଛିଡ଼ା ହୋଇ କେନ୍ଦ୍ର ବିରୋଧରେ ନାରାବାଜି କରିଥିଲେ। ଏହା ସହ କଂଗ୍ରେସ ବିଧାୟକ ଗାଉନ ପିନ୍ଧି ଗୃହର ମଧ୍ୟ ଭାଗକୁ ଆସି ହୋହାଲ୍ଲା କରିଥିଲେ। ଏହାକୁ ନେଇ ଗୃହରେ ଅଚଳାବସ୍ଥା ଲାଗି ରହିବାରୁ ବାଚସ୍ପତି ଗୃହକୁ ଅପରାହ୍ନ ୩ଟା ଯାଏଁ ମୁଲତବି ରଖିଛନ୍ତି।

ଆନ୍ତର୍ଜାତିକ ବଜାରରେ ଅଶୋଧିତ ତୈଳ ଦର ହ୍ରାସ ଘଟିଥିବା ବେଳେ ସାରା ଦେଶରେ ବି ତୈଳ ଦର ବଢି ଚାଲିଛି। ଏହାକୁ ନେଇ କେନ୍ଦ୍ର ସରକାରଙ୍କୁ ଉଭୟ ବିଜେଡି ଓ କଂଗ୍ରେସ ଟାର୍ଗେଟ କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story