ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଅଛନ୍ତି। ଚିକିତ୍ସା ପାଇଁ ବିଦେଶ ଯିବେ ବୋଲି ସୋସିଆଲ ମିଡ଼ିଆରେ ହେଉଥିବା ଚର୍ଚ୍ଚାକୁ ନିଜେ ମୁଖ୍ୟମନ୍ତ୍ରୀ ଖଣ୍ଡନ କରିଛନ୍ତି। ଆଜି ଗଣମାଧ୍ୟମ ପ୍ରତିନିଧିଙ୍କ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି,“ମୁଁ ଅସୁସ୍ଥ ଥିବା ଖବର ସମ୍ପୂର୍ଣ୍ଣ ମିଥ୍ୟା। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ସୋସିଆଲ ମିଡ଼ିଆରେ ପ୍ରଚାର ହେଉଥିବା ଖବର ସମ୍ପୂର୍ଣ୍ଣ ମିଥ୍ୟା।”

naveen

Rakesh Mallick
  • Published: Thursday, 02 March 2017
  • , Updated: 02 March 2017, 11:07 PM IST

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଅଛନ୍ତି। ଚିକିତ୍ସା ପାଇଁ ବିଦେଶ ଯିବେ ବୋଲି ସୋସିଆଲ ମିଡ଼ିଆରେ ହେଉଥିବା ଚର୍ଚ୍ଚାକୁ ନିଜେ ମୁଖ୍ୟମନ୍ତ୍ରୀ ଖଣ୍ଡନ କରିଛନ୍ତି।

ଆଜି ଗଣମାଧ୍ୟମ ପ୍ରତିନିଧିଙ୍କ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି,“ମୁଁ ଅସୁସ୍ଥ ଥିବା ଖବର ସମ୍ପୂର୍ଣ୍ଣ ମିଥ୍ୟା। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ସୋସିଆଲ ମିଡ଼ିଆରେ ପ୍ରଚାର ହେଉଥିବା ଖବର ସମ୍ପୂର୍ଣ୍ଣ ମିଥ୍ୟା।”

Related story