ବ୍ରାହ୍ମଣୀ ସେତୁ ନିର୍ମାଣ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

ଭୁନେଶ୍ୱର(ଓଡ଼ିଶା ରିପୋର୍ଟର): ରାଉରକେଲାର ଲାଇଫ୍‌ ଲାଇନ୍‌ କୁହାଯାଉଥିବା ବ୍ରାହ୍ମଣୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ନେଇ ଆଜି କେନ୍ଦ୍ର ଭୁପୃଷ୍ଠ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମାମଲାରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ସହ ସେତୁ ନିର୍ମାଣ ଲାଗି ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ ତୁରନ୍ତ ନିର୍ଦ୍ଦେଶ ଦେବାକୁ ଗଡ଼କରୀଙ୍କୁ ନିବେଦନ କରିଛନ୍ତି ନବୀନ। ଯଦି ତାହା ନହୁଏ, ତେବେ ସେତୁ ନିର୍ମାଣ ଲାଗି ରାଜ୍ୟ ସରକାରଙ୍କୁ ଅନୁମତି ପ୍ରଦାନ କରନ୍ତୁ ବୋଲି ନବୀନ […]

naveen patnaik

naveen patnaik

Rakesh Mallick
  • Published: Monday, 04 December 2017
  • Updated: 04 December 2017, 08:29 PM IST

Sports

Latest News

ଭୁନେଶ୍ୱର(ଓଡ଼ିଶା ରିପୋର୍ଟର): ରାଉରକେଲାର ଲାଇଫ୍‌ ଲାଇନ୍‌ କୁହାଯାଉଥିବା ବ୍ରାହ୍ମଣୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ନେଇ ଆଜି କେନ୍ଦ୍ର ଭୁପୃଷ୍ଠ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମାମଲାରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ସହ ସେତୁ ନିର୍ମାଣ ଲାଗି ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ ତୁରନ୍ତ ନିର୍ଦ୍ଦେଶ ଦେବାକୁ ଗଡ଼କରୀଙ୍କୁ ନିବେଦନ କରିଛନ୍ତି ନବୀନ। ଯଦି ତାହା ନହୁଏ, ତେବେ ସେତୁ ନିର୍ମାଣ ଲାଗି ରାଜ୍ୟ ସରକାରଙ୍କୁ ଅନୁମତି ପ୍ରଦାନ କରନ୍ତୁ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି।

ସେପଟେ ବ୍ରାହ୍ଣଣୀ ସେତୁକୁ ନେଇ କୁମ୍ଭୀର କାନ୍ଦଣା ବଦଳରେ ରାଜ୍ୟ ସରକାର ନିଜ ଦାୟିତ୍ୱ ନିର୍ବାହ କରନ୍ତୁ ବୋଲି ଆଜି ଟ୍ୱିଟ୍  କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ଉଦାସୀନତା ନୁହେଁ ବରଂ ରାଜ୍ୟ ଜଙ୍ଗଲ ବିଭାଗର ବୈଧାନିକ ଅନୁମତି ମିଳିନଥିବାରୁ ସେତୁ ନିର୍ମାଣ କାମ ବିଳମ୍ବ ହୋଇଥିବା ଧର୍ମେନ୍ଦ୍ର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story