ଦାଦନ ବନ୍ଦ ପାଇଁ ସରକାରଙ୍କ ଚିନ୍ତା, ୧୩୪ କୋଟିର ପ୍ୟାକେଜ୍‌ ଘୋଷଣା

ବଲାଙ୍ଗିର (ଓଡ଼ିଶା ରିପୋର୍ଟର): ଦାଦନ ରୋକିବା ପାଇଁ ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲା ଲାଗି ୧୩୪ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ରାଜ୍ୟ ସରକାର।  ଏହି ୨ଟି ଜିଲ୍ଲାର ୩୦ଟି ପଞ୍ଚାୟତ ଲାଗି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରମମନ୍ତ୍ରୀ ସୁଶାନ୍ତ ସିଂହ। ଦାନନ ରୋକିବା ପାଇଁ ଆଜି ବଲାଙ୍ଗିର ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ଏନେଇ ଏକ ସମୀକ୍ଷା ବୈଠକ ହୋଇଥିଲା। ଏଥିରେ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂହ, ଶ୍ରମ ସଚିବ ଅନୁ […]

Rakesh Mallick
  • Published: Wednesday, 25 October 2017
  • Updated: 25 October 2017, 04:53 PM IST

Sports

Latest News

ବଲାଙ୍ଗିର (ଓଡ଼ିଶା ରିପୋର୍ଟର): ଦାଦନ ରୋକିବା ପାଇଁ ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲା ଲାଗି ୧୩୪ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ରାଜ୍ୟ ସରକାର।  ଏହି ୨ଟି ଜିଲ୍ଲାର ୩୦ଟି ପଞ୍ଚାୟତ ଲାଗି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରମମନ୍ତ୍ରୀ ସୁଶାନ୍ତ ସିଂହ।

ଦାନନ ରୋକିବା ପାଇଁ ଆଜି ବଲାଙ୍ଗିର ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ଏନେଇ ଏକ ସମୀକ୍ଷା ବୈଠକ ହୋଇଥିଲା। ଏଥିରେ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂହ, ଶ୍ରମ ସଚିବ ଅନୁ ଗର୍ଗ, କମିଶନର ସଚିନ୍ ଯାଦବ, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାର ୫ ଜିଲ୍ଲାପାଳ, ଏସ୍‌ପି ଓ ଶ୍ରମ ବିଭାଗ କର୍ମଚାରୀମାନେ ଯୋଗଦେଇଥିଲେ। ବୈଠକରେ ବେଆଇନ ଦାଦନ ଚାଲଣ ରୋକିବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି। ସମୀକ୍ଷା ବୈଠକ ପରେ ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ମଡେଲ୍ ଜିଲ୍ଲା ଭାବେ ନେଇ ୧୩୪ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story