ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ଲଘୁଚାପ

ଭୁବନେଶ୍ୱର: ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ଗବେଷଣା କେନ୍ଦ୍ର। ଏହାଛଡ଼ା ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ସତର୍କ ସୂଚନା ଜାରି […]

monsoon-header

Rakesh Mallick
  • Published: Wednesday, 12 August 2015
  • , Updated: 12 August 2015, 02:31 AM IST

ଭୁବନେଶ୍ୱର: ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ଗବେଷଣା କେନ୍ଦ୍ର। ଏହାଛଡ଼ା ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ସତର୍କ ସୂଚନା ଜାରି ହୋଇଛି। ୧୪ ତାରିଖ ପର୍ଯ୍ୟନ୍ତ ପାଗ ଏଭଳି ପାଗ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Related story