Advertisment

ପୋଲ ତଳକୁ ଖସି ପଡ଼ିଲା ବୋଲେରୋ: ଜଣେ ମୃତ, ୮ ଆହତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଏନ୍ଏଚ୍ ୬୦ର ନିଧିପଣ୍ଡା ପୋଲ ଉପରୁ ଗୋଟିଏ ବୋଲେରୋ ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଅଛି।

ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳର ୯ଜଣ ବ୍ୟକ୍ତି କୋଲକାତାକୁ ଦୁର୍ଗାପୂଜା ଦେଖିବାକୁ ଯିବା ବେଳେ ଏହି ଦୁର୍ଘଟଣା ଘଟିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe