ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ପାଞ୍ଚଟି ପର୍ଯ୍ୟାୟରେ ବ୍ଲକୱାରି ଭୋଟିଂ ନେଇ ରାଜ୍ୟ ନିର୍ବାଚନ କମିଶନ ସଚିବ ରବୀଦ୍ର ସାହୁ ବିଶଦ ସୂଚନା ଦେଇଛନ୍ତି।
ଫେବ୍ରୁଆରୀ ୧୩ ପ୍ରଥମ ପର୍ଯ୍ୟାୟରେ ୬୫ ବ୍ଲକର ୧୮୯ ଜିଲ୍ଲା ପରିଷଦ ଜୋନରେ ଭୋଟ୍ ହେବ। ସେହିପରି ୧୫ରେ ଦ୍ୱିତୀୟ ପର୍ଯ୍ୟାୟରେ ୬୫ ବ୍ଲକର ୧୭୫ଟି ଜୋନରେ, ୧୭ରେ ତୃତୀୟ ପର୍ଯ୍ୟାୟରେ ୬୫ ବ୍ଲକର ୧୭୫ ଜୋନରେ, ୧୯ରେ ଚତୁର୍ଥ ପର୍ଯ୍ୟାୟରେ ୬୨ଟି ବ୍ଲକର ୧୬୨ଟି ଜୋନରେ ଏବଂ ଫେବ୍ରୁଆରୀ ୨୧ରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟରେ ୫୯ଟି ବ୍ଲକର ୧୫୧ଟି ଜିଲ୍ଲା ପରିଷଦ ଜୋନରେ ଭୋଟ ହେବ।
ସବୁ ବ୍ଲକର ଜିଲ୍ଲା ପରିଷଦ ଜୋନ୍ ଭୋଟିଂ ଗୋଟିଏ ଦିନରେ ସରିବ। ତେବେ କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇ ଓ ରାୟଗଡ଼ାର କୋଲନରା ବ୍ଲକରେ ୨ପର୍ଯ୍ୟାୟ ଭୋଟିଂ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।
Politics
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କେନ୍ଦ୍ର ସରକାର ନିର୍ବାଚନ କମିଶନଙ୍କ ସ୍ୱାଧୀନତାରେ ବୁଝମଣା କରିବାରେ ଲାଗିଛନ୍ତି ଓ ଏପରି ସଂଶୋଧନ ସମ୍ବିଧାନ ଓ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି ଖଡଗେ ଅଭିଯୋଗ କରିଛନ୍ତି।
Politics
ବିଜୁ ବାବୁ ଡେଙ୍ଗା, ଜୟ ବାବୁ ଡେଙ୍ଗା...
କିଏ ଓ କାହିଁକି ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ନବୀନ ପଟ୍ଟନାୟକଙ୍କୁ କହୁଥିଲେ।
Politics
ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ
ମହିଳା, ଛୋଟ ପିଲା ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଦର୍ଶନ କିପରି ସୁଙ୍ଗମ ହେବ ସେଥି ପାଇଁ ଭିନ୍ନ ଏକ ବ୍ୟବସ୍ଥା କରାଯାଇଛି।