ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ପାଞ୍ଚଟି ପର୍ଯ୍ୟାୟରେ ବ୍ଲକୱାରି ଭୋଟିଂ ନେଇ ରାଜ୍ୟ ନିର୍ବାଚନ କମିଶନ ସଚିବ ରବୀଦ୍ର ସାହୁ ବିଶଦ ସୂଚନା ଦେଇଛନ୍ତି।
ଫେବ୍ରୁଆରୀ ୧୩ ପ୍ରଥମ ପର୍ଯ୍ୟାୟରେ ୬୫ ବ୍ଲକର ୧୮୯ ଜିଲ୍ଲା ପରିଷଦ ଜୋନରେ ଭୋଟ୍ ହେବ। ସେହିପରି ୧୫ରେ ଦ୍ୱିତୀୟ ପର୍ଯ୍ୟାୟରେ ୬୫ ବ୍ଲକର ୧୭୫ଟି ଜୋନରେ, ୧୭ରେ ତୃତୀୟ ପର୍ଯ୍ୟାୟରେ ୬୫ ବ୍ଲକର ୧୭୫ ଜୋନରେ, ୧୯ରେ ଚତୁର୍ଥ ପର୍ଯ୍ୟାୟରେ ୬୨ଟି ବ୍ଲକର ୧୬୨ଟି ଜୋନରେ ଏବଂ ଫେବ୍ରୁଆରୀ ୨୧ରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟରେ ୫୯ଟି ବ୍ଲକର ୧୫୧ଟି ଜିଲ୍ଲା ପରିଷଦ ଜୋନରେ ଭୋଟ ହେବ।
ସବୁ ବ୍ଲକର ଜିଲ୍ଲା ପରିଷଦ ଜୋନ୍ ଭୋଟିଂ ଗୋଟିଏ ଦିନରେ ସରିବ। ତେବେ କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇ ଓ ରାୟଗଡ଼ାର କୋଲନରା ବ୍ଲକରେ ୨ପର୍ଯ୍ୟାୟ ଭୋଟିଂ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।
Politics
“ପ୍ରତି ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର”
ଏତେ ବଡ଼ ଯୋଜନାରୁ ପୂର୍ବରୁ ଓଡ଼ିଶାବାସୀଙ୍କୁ ବଞ୍ଚିତ ରଖାଯାଇଥିଲା ଏବେ ସେମାନଙ୍କୁ ନ୍ୟାୟ ମିଳିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
Politics
ଆପ୍ ଉପରେ ବର୍ଷିଲେ ରାହୁଲ, କହିଲେ ମୋଦି-କେଜ୍ରିୱାଲ ସମାନ
ଦିଲ୍ଲୀ ନିର୍ବାଚନ ପାଇଁ ପ୍ରଚାରବେଳେ କେଜ୍ରିୱାଲଙ୍କୁ ଟାର୍ଗେଟ କଲେ ରାହୁଲ। ପ୍ରଧାନମନ୍ତ୍ରୀ ମୋଦି ଓ କେଜ୍ରିୱାଲ ଉଭୟ କେବଳ ମିଛ ପ୍ରତିଶ୍ରୁତି ଦିଅନ୍ତି ବୋଲି କହିଲେ।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Politics
ଶଙ୍ଖ ଭବନ ହୋଟେଲ୍ରେ ପରିଣତ ହୋଇଛି: ଜଗା; ଜବାବ ରଖିଲେ ଅରୁଣ
ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ହୋଟେଲ୍ ମନ୍ତବ୍ୟର ଜବାବ ରଖିଛନ୍ତି ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ। ସେ କହିଛନ୍ତି, ରେଲୱେର କ୍ୟାଣ୍ଟିନ୍ ଅଛି। ସଂସଦରେ ମଧ୍ୟ କ୍ୟାଣ୍ଟିନ୍ ରହିଛି। ଅବଶ୍ୟ ଖାଇବା ଲୋଭ କାହାର ଅଛି, ତାହା ମିଡିଆରେ ଦେଖାଯାଉଛି।