ପଞ୍ଚାୟତ ନିର୍ବାଚନ: ୩୬,୭୭୯ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ବିଜୟୀ

ଭୁବନେଶ୍ୱର: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୩୬,୭୭୯ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଛନ୍ତି। ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,“ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଥିବା ୩୬,୭୭୯ ପ୍ରାର୍ଥୀଙ୍କ ମଧ୍ୟରୁ ୩୬,୨୨୨ ଜଣ ହେଉଛନ୍ତି ୱାର୍ଡ ମେମ୍ବର। ୨୦୯ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ସେହିଭଳି ୩୪୭ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇଥିବା ବେଳେ ଜଣେ […]

election

election

Rakesh Mallick
  • Published: Saturday, 28 January 2017
  • Updated: 01 February 2017, 04:21 PM IST

Sports

Latest News

ଭୁବନେଶ୍ୱର: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୩୬,୭୭୯ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଛନ୍ତି। ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ ଆଜି ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଥିବା ୩୬,୭୭୯ ପ୍ରାର୍ଥୀଙ୍କ ମଧ୍ୟରୁ ୩୬,୨୨୨ ଜଣ ହେଉଛନ୍ତି ୱାର୍ଡ ମେମ୍ବର। ୨୦୯ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ସେହିଭଳି ୩୪୭ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇଥିବା ବେଳେ ଜଣେ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ଜିଲ୍ଲା ପରିଷଦ ସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story