ଭୁବନେଶ୍ୱର: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୩୬,୭୭୯ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଛନ୍ତି। ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ ଆଜି ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି,“ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଥିବା ୩୬,୭୭୯ ପ୍ରାର୍ଥୀଙ୍କ ମଧ୍ୟରୁ ୩୬,୨୨୨ ଜଣ ହେଉଛନ୍ତି ୱାର୍ଡ ମେମ୍ବର। ୨୦୯ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ସେହିଭଳି ୩୪୭ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇଥିବା ବେଳେ ଜଣେ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ଜିଲ୍ଲା ପରିଷଦ ସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସକୁ ତାୱଡେଙ୍କ ନୋଟିସ୍; କ୍ଷମା ମାଗ, ନଚେତ୍...
ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧି ଏବଂ ସୁପ୍ରିୟା ଶ୍ରୀନେଟଙ୍କ ବିରୁଦ୍ଧରେ ଶହେ କୋଟି ଟଙ୍କାର ମାନହାନୀ ମାମଲା ରୁଜୁ କରିବାକୁ ଚେତାବନୀ ଦେଇଛନ୍ତି ବିଜେପି ନେତା ବିନୋଦ ତାୱଡେ।
Politics
ନିର୍ବାଚନ ପୂର୍ବରୁ ଆପ୍ର ‘ରାବିଡି ପେ ଚର୍ଚ୍ଚା’, ଦେଲା ୭ ପ୍ରତିଶ୍ରୁତି
କେଜ୍ରିୱାଲଙ୍କ କହିବା କଥା ଯେ ଦଳର ଜିଲ୍ଲା ଓ ବୁଥ ସ୍ତରୀୟ କର୍ମକର୍ତ୍ତାମାନେ ୬୫ ହଜାର ମିଟିଂ ଜରିଆରେ ଭୋଟରଙ୍କ ପାଖରେ ପହଞ୍ଚିବେ।
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Politics
‘ମୋତେ ମାରିଦେଇଥା’ନ୍ତେ’
‘ପିଏସ୍ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍ଓ ସେମାନଙ୍କ କବଳରୁ ଖସିଯାଇଥିଲେ।’
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।