ନୂଆଦିଲ୍ଲୀ: ଠିକ୍ ମାସେ ପରେ କେନ୍ଦ୍ର ସରକାର ପୁଣି ଥରେ ବଢ଼ାଇ ଦେଇଛନ୍ତି ପେଟ୍ରୋଲ ଦର। ଏଥର ପେଟ୍ରୋଲ ଦରରେ ୬୪ ପଇସା ବଢ଼ାଇ ଦେଇଛନ୍ତି। ତେବେ ଡିଜେଲ୍ ଦାମ୍ ସାମାନ୍ୟ କମାଇ ଦେଇଛନ୍ତି। ଡିଜେଲ୍ ୧ଟଙ୍କା ୩୫ ପଇସା ଶସ୍ତା ହୋଇଯାଇଛି। ସୋମବାର ମଧ୍ୟରାତ୍ରରୁ ଲାଗୁ ହେବ ଏହି ନୂଆ ଦର।
ଏହା ପୂର୍ବରୁ ମେ’ ୧୫ ତାରିଖରେ ସରକାର ଉଭୟ ପେଟ୍ରୋଲ ଓ ଡିଜେଲ ଦର ବଢ଼ାଇ ଥିଲେ। ପେଟ୍ରୋଲ ଦର ଲିଟର ପିଛା ଏକା ଥରକେ ୩ ଟଙ୍କା ୧୩ ପଇସା ବଢ଼ାଇ ଦେଇଥିଲେ। ସେହିପରି ଡିଜେଲ ଦରରେ ୨ ଟଙ୍କା ୧୭ ପଇସା ବଢ଼ାଇ ଦେଇଥିଲେ।
ସୂଚନାଯୋଗ୍ୟ, ଗତ ବର୍ଷ ଅଗଷ୍ଟ ମାସରୁ ଚଳିତ ବର୍ଷ ଫେବ୍ରୁଆରୀ ପର୍ଯ୍ୟନ୍ତ ସରକାର ମୋଟ ୧୦ ଥର ପେଟ୍ରୋଲ ଦର ହ୍ରାସ କରିଥିଲେ। ଏହି ସମୟ ମଧ୍ୟରେ ପେଟ୍ରୋଲ ଲିଟର ପିଛା ମୋଟ ୧୭ ଟଙ୍କା ୧୧ ପଇସା କମି ଥିଲା। ସେହିପରି ଗତ ବର୍ଷ ଅକ୍ଟୋବର ମାସରୁ ଚଳିତ ବର୍ଷ ଫେବ୍ରୁଆରୀ ପର୍ଯ୍ୟନ୍ତ ଡିଜେଲ ଦରରେ ମୋଟ ୬ ଥର ହ୍ରାସ କରାଯାଇଥିଲା। ଏହି ସମୟ ମଧ୍ୟରେ ଡିଜେଲ ଦର ଲିଟର ପିଛା ମୋଟ ୧୨ ଟଙ୍କା ୯୬ ପଇସା କମି ଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।