ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହତ୍ୟା

ପିପିଲି: ପୁରୀ ଜିଲ୍ଲା ଡେଲାଙ୍ଗ କୁଆପଦା ଗାଁରେ ଜଣେ ଯୁବକଙ୍କୁ ଗୋଡ଼େଇ ଗୋ଼ଡ଼େଇ ହତ୍ୟା କରାଯାଇଛି। ତାଙ୍କ ନାଁ ନିରଂଜନ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଏହି ଘଟଣାରେ କାହାରିକୁ ଗିରଫ କରାଯାଇନାହିଁ । ପୋଲିସ୍‌ ଘଟଣାର ତଦନ୍ତ କରୁଛି। ଆଜି ସକାଳେ କୁଆପଦା ଗାଁର ନିରଂଜନ ନାମକ ଜଣେ ଯୁବକ ଶୌଚ ପାଇଁ ଯାଇଥିବାବେଳେ ୪ରୁ ୫ଜଣ ଯୁବକ ସଂଘବଦ୍ଧ ଭାବେ ତାଙ୍କୁ ଆକ୍ରମଣ କରିଥିଲେ। ଏଥିରେ ସେ ଗୁରୁତର ଆହତ […]

Pipili,,

Pipili,,

Rakesh Mallick
  • Published: Friday, 06 October 2017
  • Updated: 06 October 2017, 12:40 PM IST

Sports

Latest News

ପିପିଲି: ପୁରୀ ଜିଲ୍ଲା ଡେଲାଙ୍ଗ କୁଆପଦା ଗାଁରେ ଜଣେ ଯୁବକଙ୍କୁ ଗୋଡ଼େଇ ଗୋ଼ଡ଼େଇ ହତ୍ୟା କରାଯାଇଛି। ତାଙ୍କ ନାଁ ନିରଂଜନ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଏହି ଘଟଣାରେ କାହାରିକୁ ଗିରଫ କରାଯାଇନାହିଁ । ପୋଲିସ୍‌ ଘଟଣାର ତଦନ୍ତ କରୁଛି।

ଆଜି ସକାଳେ କୁଆପଦା ଗାଁର ନିରଂଜନ ନାମକ ଜଣେ ଯୁବକ ଶୌଚ ପାଇଁ ଯାଇଥିବାବେଳେ ୪ରୁ ୫ଜଣ ଯୁବକ ସଂଘବଦ୍ଧ ଭାବେ ତାଙ୍କୁ ଆକ୍ରମଣ କରିଥିଲେ। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ପ୍ରଥମେ ଡେଲାଙ୍ଗ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ହସ୍ତାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ନିରଂଜନଙ୍କ ମୃତ୍ୟୁ ହୋଇଥିଲା। ରାଜନୈତିକ ଶତ୍ରୁତା ଏବଂ ଖଣି ନିଲାମିକୁ କେନ୍ଦ୍ରକରି ଏହି ଆକ୍ରମଣ କରାଯାଇଥିବା ସନ୍ଦେହ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story